Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 31:51 - ପବିତ୍ର ବାଇବଲ

51 ତହୁଁ ମୋଶା ଓ ଯାଜକ ଇଲିୟାସର ସେମାନଙ୍କଠାରୁ ଏହି ସମସ୍ତ ସ୍ୱର୍ଣ୍ଣ ଅଳଙ୍କାର ନେଇଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ତହୁଁ ମୋଶା ଓ ଇଲୀୟାସର ଯାଜକ ସେମାନଙ୍କଠାରୁ ସେହି ସ୍ଵର୍ଣ୍ଣ, ଅର୍ଥାତ୍, ଶିଳ୍ପିତ ଅଳଙ୍କାର ନେଲେ।

Gade chapit la Kopi

ଓଡିଆ ବାଇବେଲ

51 ତହୁଁ ମୋଶା ଓ ଇଲୀୟାସର ଯାଜକ ସେମାନଙ୍କଠାରୁ ସେହି ସ୍ୱର୍ଣ୍ଣ, ଅର୍ଥାତ୍‍, ଶିଳ୍ପିତ ଅଳଙ୍କାର ନେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ତହୁଁ ମୋଶା ଓ ଇଲୀୟାସର ଯାଜକ ସେମାନଙ୍କଠାରୁ ସେହି ସ୍ୱର୍ଣ୍ଣ, ଅର୍ଥାତ୍‍, ଶିଳ୍ପିତ ଅଳଙ୍କାର ନେଲେ।

Gade chapit la Kopi




ଗଣନା ପୁସ୍ତକ 31:51
3 Referans Kwoze  

ଆମ୍ଭେମାନେ ପ୍ରତ୍ୟେକ ସୈନ୍ୟଙ୍କଠାରୁ ସଦାପ୍ରଭୁଙ୍କ ପାଇଁ ଉପହାର ସ୍ୱରୂପ ସୁବର୍ଣ୍ଣ କଙ୍କଣ, ବଳା, ଅଙ୍ଗୁରୀୟ, କୁଣ୍ତଳ ଓ ହାରସବୁ ଆଣିଅଛୁ। ଏହିସବୁ ସଦାପ୍ରଭୁଙ୍କୁ ଆମ୍ଭମାନଙ୍କର ପ୍ରାୟଶ୍ଚିତ ପାଇଁ ଉତ୍ସର୍ଗ କରୁଅଛୁ।”


ସହସ୍ର ସୈନ୍ୟାଧିପତି ଓ ଶତ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ସ୍ୱର୍ଣ୍ଣ ଅଳଙ୍କାର ସବୁ ଉପହାର ସ୍ୱରୂପ ଉତ୍ସର୍ଗ କଲେ, ସେ ସମସ୍ତ ସ୍ୱର୍ଣ୍ଣ ଉପହାର 420 ପାଉଣ୍ତ ଓଜନ ଥିଲା।


Swiv nou:

Piblisite


Piblisite