ଗଣନା ପୁସ୍ତକ 31:53 - ପବିତ୍ର ବାଇବଲ53 ପୁଣି ଯୋଦ୍ଧାମାନେ ନିଜ ନିଜ ପାଇଁ ଲୁଟିତ ଦ୍ରବ୍ୟର ଅବଶିଷ୍ଟ ଭାଗ ରଖି ନେଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)53 କାରଣ ଯୋଦ୍ଧାମାନେ ପ୍ରତ୍ୟେକେ ଆପଣା ଆପଣା ନିମନ୍ତେ ଲୁଟିତ ଦ୍ରବ୍ୟ ନେଇଥିଲେ। Gade chapit laଓଡିଆ ବାଇବେଲ53 କାରଣ ଯୋଦ୍ଧାମାନେ ପ୍ରତ୍ୟେକେ ଆପଣା ଆପଣା ନିମନ୍ତେ ଲୁଟିତ ଦ୍ରବ୍ୟ ନେଇଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT53 କାରଣ ଯୋଦ୍ଧାମାନେ ପ୍ରତ୍ୟେକେ ଆପଣା ଆପଣା ନିମନ୍ତେ ଲୁଟିତ ଦ୍ରବ୍ୟ ନେଇଥିଲେ। Gade chapit la |
ଯିହୋଶାଫଟ୍ ଓ ତାଙ୍କର ସୈନ୍ୟଦଳ ମୃତ ଶରୀରଗୁଡ଼ିକ ନିକଟରୁ ବହୁମୂଲ୍ୟ ପଦାର୍ଥସବୁ ଲୁଟି ନେବାକୁ ଆସିଲେ। ସେମାନେ ଅନେକ ବହୁମୂଲ୍ୟ ଦ୍ରବ୍ୟ ପାଇଲେ। ଯିହୋଶାଫଟ୍ ଓ ତାଙ୍କର ସୈନ୍ୟଦଳ ସେହି ଦ୍ରବ୍ୟଗୁଡ଼ିକୁ ନିଜ ନିମନ୍ତେ ନେଲେ। ସେହି ଦ୍ରବ୍ୟଗୁଡ଼ିକ ଯିହୋଶାଫଟ୍ ଓ ତାଙ୍କ ଲୋକମାନଙ୍କର ବହନ କରିବାର ସାମର୍ଥ୍ୟଠାରୁ ଯଥେଷ୍ଟ ଅଧିକ ଥିଲା। ମୃତ ଶରୀରଗୁଡ଼ିକ ନିକଟରୁ ସେହି ବହୁମୂଲ୍ୟ ଦ୍ରବ୍ୟଗୁଡ଼ିକ କାଢ଼ିବା ନିମନ୍ତେ ସେମାନଙ୍କୁ ତିନି ଦିନ ଲାଗିଲା, କାରଣ ତାହା ପ୍ରଚୁର ଥିଲା।