ଗଣନା ପୁସ୍ତକ 32:13 - ପବିତ୍ର ବାଇବଲ13 “ଏହିରୂପେ ଇସ୍ରାଏଲର ଲୋକମାନଙ୍କ ଉପରେ ସଦାପ୍ରଭୁ କ୍ରୋଧ କଲେ, ସେ ସମସ୍ତ ଦୁଷ୍ଟ ପିଢ଼ି ନ ମଲା ପର୍ଯ୍ୟନ୍ତ, ସେ ସମସ୍ତଙ୍କୁ ଗ୍ଭଳିଶ୍ ବର୍ଷଯାଏ ମରୁଭୂମିରେ ଭ୍ରମଣ କରାଇଲେ। Gade chapit laପବିତ୍ର ବାଇବଲ (Re-edited) - (BSI)13 ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ଵଳିତ ହେଲା, ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷଯାଏ ପ୍ରାନ୍ତରରେ ଭ୍ରମଣ କରାଇଲେ। Gade chapit laଓଡିଆ ବାଇବେଲ13 ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ। Gade chapit la |
ସଦାପ୍ରଭୁ ଇସ୍ରାଏଲ ଉପରେ କୋପଦୃଷ୍ଟି ପକାଇଲେ। ପରମେଶ୍ୱର ଲୁଣ୍ଠନକାରୀମାନଙ୍କୁ ସେମାନଙ୍କ ଆକ୍ରମଣ ପାଇଁ ଆଦେଶ ଦେଲେ। ତେଣୁ ସେମାନେ ଇସ୍ରାଏଲର ଲୋକମାନଙ୍କୁ ଲୁଣ୍ଠନ କଲେ। ସଦାପ୍ରଭୁ ସେମାନଙ୍କର ଚତୁର୍ପାର୍ଶ୍ୱରେ ଥିବା ଶତ୍ରୁମାନଙ୍କୁ ସାହାଯ୍ୟ କଲେ, ସେମାନଙ୍କୁ ହରାଇବାକୁ। ତେଣୁ ଇସ୍ରାଏଲର ଲୋକମାନେ ସେମାନଙ୍କର ଶତ୍ରୁମାନଙ୍କ ବିରୁଦ୍ଧରୁ ନିଜକୁ ରକ୍ଷା କରି ପାରିଲେ ନାହିଁ।