ଗଣନା ପୁସ୍ତକ 32:17 - ପବିତ୍ର ବାଇବଲ17 ମାତ୍ର ଆମ୍ଭମାନଙ୍କର ବାଳକମାନେ ଦେଶବାସୀଙ୍କଠାରୁ ନିରାପଦରେ ରହିବା ପାଇଁ ପ୍ରାଚୀର ବେଷ୍ଟିତ ନଗରରେ ବାସ କରିବେ, ଆଉ ଆମ୍ଭେମାନେ ଇସ୍ରାଏଲ ଲୋକମାନଙ୍କୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ। Gade chapit laପବିତ୍ର ବାଇବଲ (Re-edited) - (BSI)17 ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀରବେଷ୍ଟିତ ନଗରରେ ବାସ କରିବେ। Gade chapit laଓଡିଆ ବାଇବେଲ17 ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀରବେଷ୍ଟିତ ନଗରରେ ବାସ କରିବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀର-ବେଷ୍ଟିତ ନଗରରେ ବାସ କରିବେ। Gade chapit la |