Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:19 - ପବିତ୍ର ବାଇବଲ

19 ଆଉ ଆମ୍ଭେମାନେ ଯର୍ଦ୍ଦନର ଆର ପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ନେବୁ ନାହିଁ। କାରଣ ଯର୍ଦ୍ଦନ ଏହି ପାର୍ଶ୍ୱରେ ଆମ୍ଭମାନଙ୍କ ଅଧିକାର ରହିଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆର ପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି।

Gade chapit la Kopi

ଓଡିଆ ବାଇବେଲ

19 ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆର ପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆରପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି।”

Gade chapit la Kopi




ଗଣନା ପୁସ୍ତକ 32:19
11 Referans Kwoze  

ରୁବେ‌ନ୍‌ର ବଂଶ, ଗାଦ୍ ଏବଂ ମନଃଶିର ଅର୍ଦ୍ଧ ବଂଶଧରମାନେ ସେମାନଙ୍କର ଦେଶକୁ ନେଇ ଯାଇଛନ୍ତି। ସଦାପ୍ରଭୁଙ୍କର ସେବକ ମୋଶା, ତାଙ୍କୁ ଏହି ଦେଶଗୁଡ଼ିକ ଦେଇଛନ୍ତି। ତାହା ଯର୍ଦ୍ଦନ ନଦୀର ପୂର୍ବ ଭାଗରେ।


ଧନ ସମ୍ପତ୍ତି ହଠାତ୍ ମିଳିପାରେ ଓ ସହଜରେ ଲାଭ ହୁଏ, ପୁଣି ଶେଷରେ ଆଶୀର୍ବାଦଯୁକ୍ତ ହେବ ନାହିଁ।


ଇସ୍ରାଏଲର ରାଜା ପେକହଙ୍କର ସମୟରେ ଅଶୂରର ରାଜା ତିଗ୍ଲତ-ପିଲେଷର ଆସି ଇୟୋନ, ଆବେଲ୍-ବୈ‌‌‌ଥ୍‌‌‌ମାଖା, ଯାନହୋକେଦେଶ, ହା‌ତ୍‌ସୋର, ଗିଲିୟଦ, ଗାଲିଲୀ ଓ ସମୁଦାୟ ନପ୍ତାଲି ଦେଶ ଅଧିକାର କଲା। ଆଉ ସେ ଲୋକମାନଙ୍କୁ ବନ୍ଦୀ କରି ଅଶୂରକୁ ନେଇଗଲା।


ଏହି ଦୁଇ ବଂଶ ଓ ଅର୍ଦ୍ଧବଂଶ ଯିରୀହୋ ପୂର୍ବଦିଗରେ ଯର୍ଦ୍ଦନର ଆରପାରିରେ ସେମାନଙ୍କର ଅଧିକାର ପାଇଅଛନ୍ତି।”


ଅବ୍ରାମଙ୍କର ଭାତୃ ପୁତ୍ର ଲୋଟ ସଦୋମରେ ବାସ କରୁଥିଲେ ଏବଂ ଶତ୍ରୁମାନେ ତାହାକୁ ବନ୍ଦୀ କଲେ। ଏବଂ ଶତ୍ରୁଗଣ ତାଙ୍କର ସମସ୍ତ ସମ୍ପତ୍ତି ଲୁଟି ନେଲେ।


Swiv nou:

Piblisite


Piblisite