Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:21 - ପବିତ୍ର ବାଇବଲ

21 ତୁମ୍ଭର ସୈନ୍ୟମାନେ ଯର୍ଦ୍ଦନ ଅତିକ୍ରମ କରି ଶତ୍ରୁମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବେ, ଯେପର୍ଯ୍ୟନ୍ତ ସଦାପ୍ରଭୁ ତାଙ୍କର ଶତ୍ରୁଗଣଙ୍କୁ ସେହି ଭୂମିରୁ ତଡ଼ି ଦେଇ ନାହାନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ପୁଣି ସେ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି

Gade chapit la Kopi

ଓଡିଆ ବାଇବେଲ

21 ପୁଣି, ସଦାପ୍ରଭୁ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ପୁଣି, ସଦାପ୍ରଭୁ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି

Gade chapit la Kopi




ଗଣନା ପୁସ୍ତକ 32:21
3 Referans Kwoze  

ତେଣୁ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେବେ ଏହିସବୁ କରିବ, ତେବେ ଏହି ଭୂମି ତୁମ୍ଭର ଅଧିକୃତ ହେବ। କିନ୍ତୁ ତୁମ୍ଭର ସୈନ୍ୟମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଆଗେଇ ଯିବେ।


ଯେତେବେଳେ ସେହି ଦେଶ ଅକ୍ତିଆର ହୁଏ, ତା'ହାଲେ ତୁମ୍ଭେମାନେ ଗୃହକୁ ଫେରି ପାରିବ। ତାହାହେଲେ ତୁମ୍ଭେମାନେ ସଦାପ୍ରଭୁ ଓ ଇସ୍ରାଏଲଙ୍କଠାରେ ନିରପରାଧୀ ହେବ। ଆଉ ସେହି ଦେଶକୁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭେମାନେ ଅଧିକାର କରିବ।


“ମନେରଖ, ସଦାପ୍ରଭୁଙ୍କର ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଇଥିଲେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଏକ ବିଶ୍ରାମ ସ୍ଥାନ ଦେବେ। ସେ ତୁମ୍ଭମାନଙ୍କୁ ଏହି ଦେଶ ଦେବେ।


Swiv nou:

Piblisite


Piblisite