ଗଣନା ପୁସ୍ତକ 32:22 - ପବିତ୍ର ବାଇବଲ22 ଯେତେବେଳେ ସେହି ଦେଶ ଅକ୍ତିଆର ହୁଏ, ତା'ହାଲେ ତୁମ୍ଭେମାନେ ଗୃହକୁ ଫେରି ପାରିବ। ତାହାହେଲେ ତୁମ୍ଭେମାନେ ସଦାପ୍ରଭୁ ଓ ଇସ୍ରାଏଲଙ୍କଠାରେ ନିରପରାଧୀ ହେବ। ଆଉ ସେହି ଦେଶକୁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭେମାନେ ଅଧିକାର କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯେବେ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବକ। Gade chapit laଓଡିଆ ବାଇବେଲ22 ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ। Gade chapit la |
ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲବାସୀଙ୍କୁ ଶାନ୍ତି ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ଏବଂ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟ ରକ୍ଷା କରିଛନ୍ତି। ତେଣୁ ତୁମ୍ଭେମାନେ ବର୍ତ୍ତମାନ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କରି ପାରିବ। ସଦାପ୍ରଭୁଙ୍କର ସେବକ ମୋଶା ଯର୍ଦ୍ଦନ ନଦୀର ପୂର୍ବ ପାର୍ଶ୍ୱରେ ତୁମ୍ଭମାନଙ୍କୁ ଭୂମି ଦେଇଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ସେଠାକୁ ତୁମ୍ଭମାନଙ୍କର ସ୍ୱଗୃହକୁ ଯାଇପାର।
ସଦାପ୍ରଭୁ ତୁମ୍ଭକୁ ବିଶ୍ରାମ କରିବା ପାଇଁ ଏକ ବିଶ୍ରାମ ସ୍ଥାନ ଦେଇଛନ୍ତି। ଏବଂ ତୁମ୍ଭମାନଙ୍କ ଭାଇମାନଙ୍କ ପାଇଁ ସେ ତାହା କରିବେ, କିନ୍ତୁ ତୁମ୍ଭେ ସେମାନଙ୍କୁ ସାହାଯ୍ୟ କରିବ, ସେମାନେ ସ୍ଥାନ ଅଧିକାର କରିବା ପର୍ଯ୍ୟନ୍ତ, ଯାହାକି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ସେମାନଙ୍କୁ ଦେଇଛନ୍ତି। ତା'ପରେ ତୁମ୍ଭେ ଯର୍ଦ୍ଦନର ପୂର୍ବରେ ଅବସ୍ଥିତ ତୁମ୍ଭର ସ୍ୱଦେଶକୁ ଫେରି ଆସିବ। ଯାହାକି ସଦାପ୍ରଭୁଙ୍କର ଦାସ ମୋଶା ତୁମ୍ଭକୁ ଦେଇଛନ୍ତି।”