Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:24 - ପବିତ୍ର ବାଇବଲ

24 ତୁମ୍ଭେମାନେ ନିଜ ନିଜ ପିଲାମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ମେଷଶାଳା ନିର୍ମାଣ କର, ଆଉ ନିଜ ନିଜ ପ୍ରତିଜ୍ଞା ଅନୁସାରେ କର।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।

Gade chapit la Kopi

ଓଡିଆ ବାଇବେଲ

24 ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।”

Gade chapit la Kopi




ଗଣନା ପୁସ୍ତକ 32:24
5 Referans Kwoze  

ମାତ୍ର ରୁବେ‌ନ୍‌ର ଗୋଷ୍ଠୀ ଓ ଗାଦ୍ ଗୋଷ୍ଠୀର ଲୋକମାନେ ମୋଶାଙ୍କୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ମେଷମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ପିଲାମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।


“କୌଣସି ପୁରୁଷ ଯେବେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରତିଜ୍ଞା କରେ କିମ୍ବା ବ୍ରତଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କଲେ, ତେବେ ସେ ଆପଣା ବାକ୍ୟ ଲଘଂନ କରିବ ନାହିଁ, ସେ ମୁଖନିଃସୃତ ବାକ୍ୟ ଅନୁସାରେ ସମସ୍ତ ସାଧନ କରିବ।


“ସେ ଗୋଟିଏ ଗଧ ପରି କଠିନ ପରିଶ୍ରମ କରିବ। ଭାରି ବୋଝ ବହିଲା ପରେ ସେ ଶୁଏ।


ତା'ପରେ ଗାଦ୍ ସନ୍ତାନଗଣ ଓ ରୁବେନ୍ ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭର ଦାସ ଓ ତୁମ୍ଭେ ଆମ୍ଭର ମୁନିବ। ତୁମ୍ଭର ଆଜ୍ଞା ଅନୁସାରେ ଆମ୍ଭେମାନେ କର୍ମ କରିବୁ।


Swiv nou:

Piblisite


Piblisite