Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:25 - ପବିତ୍ର ବାଇବଲ

25 ତା'ପରେ ଗାଦ୍ ସନ୍ତାନଗଣ ଓ ରୁବେନ୍ ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭେମାନେ ତୁମ୍ଭର ଦାସ ଓ ତୁମ୍ଭେ ଆମ୍ଭର ମୁନିବ। ତୁମ୍ଭର ଆଜ୍ଞା ଅନୁସାରେ ଆମ୍ଭେମାନେ କର୍ମ କରିବୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତେବେ ଗାଦ-ସନ୍ତାନଗଣ ଓ ରୁବେନ-ସନ୍ତାନଗଣ ମୋଶାଙ୍କୁ କହିଲେ, ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।

Gade chapit la Kopi

ଓଡିଆ ବାଇବେଲ

25 ତେବେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତେବେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।

Gade chapit la Kopi




ଗଣନା ପୁସ୍ତକ 32:25
4 Referans Kwoze  

ତୁମ୍ଭେମାନେ ନିଜ ନିଜ ପିଲାମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ମେଷଶାଳା ନିର୍ମାଣ କର, ଆଉ ନିଜ ନିଜ ପ୍ରତିଜ୍ଞା ଅନୁସାରେ କର।”


ଆମ୍ଭମାନଙ୍କର ସ୍ତ୍ରୀ, ପିଲାମାନେ ଓ ପଶୁସକଳ ଗିଲିୟଦର ନଗରମାନଙ୍କରେ ରହିବେ।


ତା'ପରେ ଯିହୋଶୂୟଙ୍କୁ ଉତ୍ତର ଦେଇ ଲୋକମାନେ କହିଲେ, “ତୁମ୍ଭେ ଆମ୍ଭକୁ ଯେଉଁ ଆଦେଶ ଦେଇଅଛ, ଆମ୍ଭେ ତାହା ପାଳନ କରିବୁ। ତୁମ୍ଭେ ଯେଉଁଠାକୁ କହିବ, ଆମ୍ଭେ ଯିବୁ।


Swiv nou:

Piblisite


Piblisite