Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:28 - ପବିତ୍ର ବାଇବଲ

28 ତହୁଁ ମୋଶା ସେମାନଙ୍କ ବିଷୟରେ ଇଲିୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ ଓ ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।

Gade chapit la Kopi

ଓଡିଆ ବାଇବେଲ

28 ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।

Gade chapit la Kopi




ଗଣନା ପୁସ୍ତକ 32:28
3 Referans Kwoze  

“ମନେରଖ, ସଦାପ୍ରଭୁଙ୍କର ସେବକ ମୋଶା ତୁମ୍ଭମାନଙ୍କୁ ଯେଉଁ ଆଜ୍ଞା ଦେଇଥିଲେ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ଏକ ବିଶ୍ରାମ ସ୍ଥାନ ଦେବେ। ସେ ତୁମ୍ଭମାନଙ୍କୁ ଏହି ଦେଶ ଦେବେ।


ମାତ୍ର ଆମ୍ଭମାନଙ୍କ ସୈନ୍ୟମାନେ ସଦାପ୍ରଭୁଙ୍କ ଆଗରେ ଯର୍ଦ୍ଦନ ନଦୀ ପାର ହୋଇ ଯୁଦ୍ଧ କରିବାକୁ ଯିବେ, ଠିକ୍ ଯେପରି ମୁନିବ କହନ୍ତି।”


ପୁଣି ମୋଶା ସେମାନଙ୍କୁ କହିଲେ, “ଯଦି ଗାଦ୍ ଗୋଷ୍ଠୀର ଓ ରୁବେନ୍ ପରିବାରର ସୈନ୍ୟମାନେ ତୁମ୍ଭ ସହିତ ଯୁଦ୍ଧ କରିବା ପାଇଁ ଓ ଦେଶ ଅଧିକାର କରିବାକୁ ସଦାପ୍ରଭୁଙ୍କ ଆଗରେ ଯାଆନ୍ତି, ତେବେ ତୁମ୍ଭେମାନେ ଅଧିକାରାର୍ଥେ ସୁତ୍ରରେ ସେମାନଙ୍କୁ ଗିଲିୟଦ ଦେଶ ଦେବା ଉଚିତ୍।


Swiv nou:

Piblisite


Piblisite