Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 32:31 - ପବିତ୍ର ବାଇବଲ

31 ତହୁଁ ଗାଦ୍ ସନ୍ତାନଗଣ ଓ ରୁବେନ୍ ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା ଆଜ୍ଞା ଦେଇଛନ୍ତି ତଦନୁସାରେ ଆମ୍ଭେମାନେ କର୍ମ କରିବୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ତହିଁରେ ଗାଦ-ସନ୍ତାନଗଣ ଓ ରୁବେନ-ସନ୍ତାନଗଣ ଉତ୍ତର ଦେଇ କହିଲେ, ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।

Gade chapit la Kopi

ଓଡିଆ ବାଇବେଲ

31 ତହିଁରେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତହିଁରେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।

Gade chapit la Kopi




ଗଣନା ପୁସ୍ତକ 32:31
4 Referans Kwoze  

ଯଦି ସେମାନଙ୍କର ସୈନ୍ୟମାନେ ତୁମ୍ଭମାନଙ୍କ ସହିତ ନଦୀ ପାର ନ ହୁଅନ୍ତି, ସେମାନେ ନିଶ୍ଚୟ ତୁମ୍ଭମାନଙ୍କ ସହିତ କିଣାନ ଦେଶରେ ଭୂମି ପାଇବେ।”


ଆମ୍ଭମାନଙ୍କର ସୈନ୍ୟମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୋଇ କିଣାନ ଦେଶକୁ ଯିବେ, କିନ୍ତୁ ଆମ୍ଭେମାନେ ଯର୍ଦ୍ଦନର ପୂର୍ବ ପାରିକୁ ଅଧିକାର ରୂପେ ପାଇବୁ।”


“ରୁବେନ୍ ବଞ୍ଚିରହୁ, ଏବଂ ତାଙ୍କର ମୃତ୍ୟୁ ନ ହେଉ, କିଅବା ତାଙ୍କ ଗୋଷ୍ଠୀ ଅଳ୍ପସଂଖ୍ୟକ ନ ହୁଅନ୍ତୁ।”


ତା'ପରେ ଯିହୋଶୂୟଙ୍କୁ ଉତ୍ତର ଦେଇ ଲୋକମାନେ କହିଲେ, “ତୁମ୍ଭେ ଆମ୍ଭକୁ ଯେଉଁ ଆଦେଶ ଦେଇଅଛ, ଆମ୍ଭେ ତାହା ପାଳନ କରିବୁ। ତୁମ୍ଭେ ଯେଉଁଠାକୁ କହିବ, ଆମ୍ଭେ ଯିବୁ।


Swiv nou:

Piblisite


Piblisite