ଗଣନା ପୁସ୍ତକ 32:33 - ପବିତ୍ର ବାଇବଲ33 ତେଣୁ ମୋଶା ଗାଦ୍ ଗୋଷ୍ଠୀଗଣକୁ, ରୁବେନ୍ ଗୋଷ୍ଠୀଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ, ବାଶନର ରାଜା ଓଗ୍ର ରାଜ୍ୟ ଅର୍ଥାତ୍ ନିଜ ନିଜ ସୀମା ସହ ନାନା ନଗର ବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)33 ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ-ସନ୍ତାନଗଣକୁ ଓ ରୁବେନ-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗର ରାଜ୍ୟ, ଅର୍ଥାତ୍, ସ୍ଵ ସ୍ଵ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ। Gade chapit laଓଡିଆ ବାଇବେଲ33 ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ୍-ସନ୍ତାନଗଣକୁ, ରୁବେନ୍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍ର ରାଜ୍ୟ, ଅର୍ଥାତ୍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT33 ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ୍-ସନ୍ତାନଗଣକୁ, ରୁବେନ୍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍ର ରାଜ୍ୟ, ଅର୍ଥାତ୍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ। Gade chapit la |
ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ୱର ଇସ୍ରାଏଲବାସୀଙ୍କୁ ଶାନ୍ତି ଦେବା ପାଇଁ ପ୍ରତିଜ୍ଞା କରିଥିଲେ। ଏବଂ ବର୍ତ୍ତମାନ ସଦାପ୍ରଭୁ ପରମେଶ୍ୱରଙ୍କର ବାକ୍ୟ ରକ୍ଷା କରିଛନ୍ତି। ତେଣୁ ତୁମ୍ଭେମାନେ ବର୍ତ୍ତମାନ ସ୍ୱଗୃହକୁ ପ୍ରତ୍ୟାବର୍ତ୍ତନ କରି ପାରିବ। ସଦାପ୍ରଭୁଙ୍କର ସେବକ ମୋଶା ଯର୍ଦ୍ଦନ ନଦୀର ପୂର୍ବ ପାର୍ଶ୍ୱରେ ତୁମ୍ଭମାନଙ୍କୁ ଭୂମି ଦେଇଛନ୍ତି। ବର୍ତ୍ତମାନ ତୁମ୍ଭେମାନେ ସେଠାକୁ ତୁମ୍ଭମାନଙ୍କର ସ୍ୱଗୃହକୁ ଯାଇପାର।