Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:11 - ପବିତ୍ର ବାଇବଲ

11 ପୁଣି ସେମାନେ ସୂଫସାଗର ନିକଟରୁ ଯାତ୍ରା କରି ସୀନ୍ ମରୁଭୂମିରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି ସେମାନେ ସୂଫ ସମୁଦ୍ର ନିକଟରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଓଡିଆ ବାଇବେଲ

11 ପୁଣି, ସେମାନେ ସୂଫ ସାଗର ନିକଟରୁ ଯାତ୍ରା କରି ସୀନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ସେମାନେ ସୂଫ ସାଗର ନିକଟରୁ ଯାତ୍ରା କରି ସୀନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ।

Gade chapit la Kopi




ଗଣନା ପୁସ୍ତକ 33:11
3 Referans Kwoze  

ଏହା ପରେ ଇସ୍ରାଏଲର ସମସ୍ତ ସମାଜ ଏଲୀମ ଛାଡ଼ି ସୀନୟ ମରୁଭୂମିକୁ ଗଲେ, ଯାହାକି ଏଲୀମ ସୀନୟର ମଝିରେ ଥିଲା। ସେମାନେ ମିଶର ଛାଡ଼ିବାର ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ସେଠାରେ ପହଞ୍ଚିଲେ।


ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫସାଗର ନିକଟରେ ଛାଉଣି ସ୍ଥାପନ କଲେ।


ପୁଣି ସେମାନେ ସୀନ୍ ମରୁଭୂମିରୁ ଯାତ୍ରା କଲେ ଓ ‌ଦ‌‌ପ୍‌‌କାରେ ଛାଉଣି ସ୍ଥାପନ କଲେ।


Swiv nou:

Piblisite


Piblisite