Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:3 - ପବିତ୍ର ବାଇବଲ

3 ପ୍ରଥମ ମାସର ପଞ୍ଚଦଶ ଦିନରେ, ସେମାନେ ରାମିଷେଷଠାରୁ ଯାତ୍ରା କଲେ। ଇସ୍ରାଏଲର ଲୋକମାନେ ମିଶରବାସୀଙ୍କ ଆଗରେ ଦାମ୍ଭିକତାର ସହକାରେ ବାହାରି ଗଲେ। ଏହା ନିସ୍ତାରପର୍ବର ପରବର୍ତ୍ତି ଦିନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍ଠାରୁ ଯାତ୍ରା କଲେ;

Gade chapit la Kopi

ଓଡିଆ ବାଇବେଲ

3 ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍‍ଠାରୁ ଯାତ୍ରା କଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍‍ଠାରୁ ଯାତ୍ରା କଲେ;

Gade chapit la Kopi




ଗଣନା ପୁସ୍ତକ 33:3
10 Referans Kwoze  

ଇସ୍ରାଏଲୀୟ ଲୋକମାନେ ବିଜୟୀ ଭାବରେ ବାସ କରୁଥିଲେ। କିନ୍ତୁ ସଦାପ୍ରଭୁ ଫାରୋଙ୍କୁ କଠୋର କଲେ, ସେ ଇସ୍ରାଏଲୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ।


ଆଜି ଆବୀବ୍ ମାସର ଏହି ଦିନରେ ବାହାର ହେଲ।


ଇସ୍ରାଏଲୀୟ ଲୋକମାନେ ରାମିଷେ‌ଷ୍‌ଠାରୁ ସୁ‌କ୍‌କୋତକୁ ଯାତ୍ରା କଲେ। ସେମାନେ ପିଲାମାନଙ୍କୁ ଛାଡ଼ି ମୋଟରେ 600,000 ଲୋକ ଥିଲେ।


ତା'ପରେ “ଭଗ୍ନକାରୀଦଳ “ଲୋକମାନଙ୍କର ନେତୃତ୍ୱ ନେବେ। ସେମାନେ ପ୍ରବେଶ ପଥକୁ ଭାଙ୍ଗି ସେହି ନଗରୀକୁ ପରିତ୍ୟାଗ କରିଛନ୍ତି। ସେମାନଙ୍କର ରାଜା ସେମାନଙ୍କର ଅଗ୍ରଗାମୀ ଓ ତାଙ୍କ ଲୋକମାନଙ୍କର ସମ୍ମୁଖରେ ସଦାପ୍ରଭୁ ମଧ୍ୟ ଥିବେ।


ତୁମ୍ଭେମାନେ ତରତର ହୋଇ ଯାଅ ନାହିଁ କିମ୍ବା ତୁମ୍ଭେମାନେ ପଳାତକପରି ପଳାୟନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ, ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ଅନୁସରଣ କରିବେ।


ଇସ୍ରାଏଲ ଲୋକମାନେ ଗ୍ଭଲିଯିବାର ଦେଖି ମିଶରୀୟମାନେ ଖୁସୀ ହେଲେ। କାରଣ ସେମାନେ ପରମେଶ୍ୱରଙ୍କର ଲୋକମାନଙ୍କୁ ଭୟ କରୁଥିଲେ।


“ଏହି ମାସ ତୁମ୍ଭମାନଙ୍କ ପାଇଁ ବର୍ଷର ପ୍ରଥମ ମାସ ହେବ ଏବଂ ଏହା ତୁମ୍ଭମାନଙ୍କ ପାଇଁ ପ୍ରଧାନ ମାସ ହେବ।


ଫାରୋ ଯେପରି ଆଜ୍ଞା ଦେଲେ ଯୋଷେଫ ସେହିପରି କଲେ ଓ ଭାଇମାନଙ୍କୁ ଭୂମି ଦେଲେ। ସେହି ଭୂମି ମିଶରରେ ସବୁଠାରୁ ଉତ୍ତମ ଭୂମି ଥିଲା। ରାମିଷେଷ୍ ଅଞ୍ଚଳ ତାଙ୍କ ଅଧିକାରରେ ଦେଲେ।


ମିଶରୀୟ ଲୋକମାନେ ସେମାନଙ୍କୁ କଠିନ ପରିଶ୍ରମ ଦ୍ୱାରା ଅବମାନିତ କରିବାକୁ ସ୍ଥିର କଲେ। ତେଣୁ ମିଶରୀୟମାନେ ସେମାନଙ୍କ ପାଇଁ କ୍ରୀତଦାସ ମୁନିବମାନଙ୍କୁ ନିଯୁକ୍ତି ଦେଲେ। ସେମାନେ ପିଥୋମ୍ ଓ ରାମିଷେଷ୍ ନିର୍ମାଣ କଲେ, ଯେଉଁଠାରେ ଫାରୋ ଖାଦ୍ୟ ଶସ୍ୟ ରଖୁଥିଲେ।


ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କର ଯାତ୍ରା ଅନୁସାରେ ସେମାନଙ୍କର ଗମନର ବିବରଣ ଲେଖିଲେ, ଯେଉଁ ଯେଉଁ ସ୍ଥାନକୁ ସେମାନେ ଗମନ କରିଥିଲେ, ସେହିସବୁ ଯାତ୍ରାର ବିବରଣ ଏହି।


Swiv nou:

Piblisite


Piblisite