Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:35 - ପବିତ୍ର ବାଇବଲ

35 ପୁଣି ସେମାନେ ଆବ୍ରୋଣାରୁ ଯାତ୍ରା କରି ଇ‌ତ୍‌ସିୟୋନ ଗେବରରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ପୁଣି ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଓଡିଆ ବାଇବେଲ

35 ପୁଣି, ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍‍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି, ସେମାନେ ଆବ୍ରୋଣାରୁ ଯାତ୍ରା କରି ଇତ୍‍ସିୟୋନ-ଗେବରରେ ଛାଉଣି ସ୍ଥାପନ କଲେ।

Gade chapit la Kopi




ଗଣନା ପୁସ୍ତକ 33:35
7 Referans Kwoze  

“ତେଣୁ ଆମ୍ଭେମାନେ ଆମ୍ଭର ଭାତୃଗଣ ସେୟୀର ନିବାସୀ ଏଷୌମାନଙ୍କ ପାଖଦେଇ ଗଲୁ, ସେଠାରୁ ଏଲତ୍ ଓ ଇ‌‌ତ୍‌‌ସିୟୋନ-ଗେବର ପଦାଭୂମିରେ ପଥଠାରୁ ଯାତ୍ରା କରି ସେଠାରୁ ଆମ୍ଭେ ଫେରି ମୋୟାବ ପ୍ରାନ୍ତର ପଥଦେଇ ଯାତ୍ରା କଲୁ।


ଯିହୋଶାଫଟ୍ ଓଫୀରକୁ ଯାଇ ସୁନା ଆଣିବା ସକାଶେ ତର୍ଶୀଶର କେତେକ ବାଣିଜ୍ୟ ପୋତ ନିର୍ମାଣ କଲେ, ମାତ୍ର ସେ ସବୁ ଗଲା ନାହିଁ। କାରଣ ସେହି ଜାହାଜଗୁଡ଼ିକ ଇ‌ତ୍‌ସିୟୋନ୍ ଗେବରରେ ଭାଙ୍ଗିଗଲା।


ଅନନ୍ତର ଶଲୋମନ ରାଜା ଇଦୋମ ଦେଶରେ ଲୋହିତ ସାଗର ତୀରସ୍ଥ ଏଲତ ନିକଟବର୍ତ୍ତୀ ଇ‌ତ୍‌ସିୟୋନ ଗେବରରେ ଜାହାଜମାନ ନିର୍ମାଣ କଲେ।


ଯିହୋଶାଫଟ୍ ଅହସିୟଙ୍କ ସହିତ ମିଳି ତର୍ଶୀଶ୍ ସହରକୁ ଯାଉଥିବା ଜାହାଜମାନ ନିର୍ମାଣ କଲେ। ସେମାନେ ଇତ୍‌ସିୟୋନ-ଗେବର୍ ସହରରେ ଜାହାଜ ନିର୍ମାଣ କଲେ।


ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳ ଭୂମିରେ ବାସ କରନ୍ତି। କାଲି ତୁମ୍ଭେମାନେ ଫେରି ଲୋହିତ ସାଗର ପଥଦେଇ ମରୁଭୂମିକୁ ଗମନ କରିବା ଉଚିତ୍।”


ତା'ପରେ ସେମାନେ ଯ‌‌ଟ୍‌‌ବାଥାରୁ ଯାତ୍ରା କରି ଆବ୍ରୋଣାରେ ଛାଉଣି ସ୍ଥାପନ କଲେ।


ସେମାନେ ଇ‌ତ୍‌ସିୟୋନ-ଗେବରରୁ ଯାତ୍ରା କଲେ ଓ ସିନ୍ ମରୁଭୂମିରେ କାଦେଶଠାରେ ଛାଉଣି ସ୍ଥାପନ କଲେ।


Swiv nou:

Piblisite


Piblisite