Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:37 - ପବିତ୍ର ବାଇବଲ

37 ପୁଣି ସେମାନେ କାଦେଶରୁ ଯାଇ ଇଦୋମ ଦେଶ ସୀମାରେ ଅବସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତର ସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଓଡିଆ ବାଇବେଲ

37 ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତର ସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତରସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ।

Gade chapit la Kopi




ଗଣନା ପୁସ୍ତକ 33:37
3 Referans Kwoze  

ତା'ପରେ ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ଲୋହିତ ସାଗର ପଥ ଦେଇ ଯାତ୍ରା କଲେ। ପୁଣି ଦୀର୍ଘପଥ ଯୋଗୁଁ ସେମାନେ ଧୈର୍ଯ୍ୟହରା ହୋଇଗଲେ।


ସେତେବେଳେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସାହାଯ୍ୟ ପାଇଁ ବିଳାପ କଲୁ ଓ ସେ ଆମ୍ଭର ପ୍ରାର୍ଥନା ଶୁଣିଲେ। ସେ ଏକ ଦୂତ ପଠାଇ ମିଶରରୁ ଆମ୍ଭମାନଙ୍କୁ ବାହାର କରି ଆଣିଲେ। “ବର୍ତ୍ତମାନ ଆମ୍ଭେ ତୁମ୍ଭ ଦେଶର ସୀମାସ୍ଥିତ କାଦେଶ ନଗରରେ ଅଛୁ।


Swiv nou:

Piblisite


Piblisite