Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:48 - ପବିତ୍ର ବାଇବଲ

48 ପୁଣି ସେମାନେ ଅବାରୀମ ପର୍ବତରୁ ବାହାରି ଯିରୀହୋ ସେପାରିରେ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ ପଦାରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

48 ପୁଣି ସେମାନେ ଅବାରୀମ ପର୍ବତରୁ ଯାତ୍ରା କରି ଯିରୀହୋ-ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ ପଦାରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଓଡିଆ ବାଇବେଲ

48 ପୁଣି, ସେମାନେ ଅବାରୀମ୍ ପର୍ବତରୁ ଯାତ୍ରା କରି ଯିରୀହୋ-ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ ପଦାରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

48 ପୁଣି, ସେମାନେ ଅବାରୀମ୍ ପର୍ବତରୁ ଯାତ୍ରା କରି ଯିରୀହୋ ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।

Gade chapit la Kopi




ଗଣନା ପୁସ୍ତକ 33:48
4 Referans Kwoze  

ତା'ପରେ ଇସ୍ରାଏଲର ଲୋକମାନେ ମୋୟାବର ଯର୍ଦ୍ଦନର ସମତଳ ଭୂମିକୁ ଯାତ୍ରା କଲେ। ସେମାନେ ଯର୍ଦ୍ଦନ ନିକଟସ୍ଥ ଯିରୀହୋଠାରେ ସେମାନଙ୍କର ଛାଉଣି ସ୍ଥାପନ କଲେ।


ମୋଶା ଓ ଇଲିୟାସର ଯାଜକ ଯିରୀହୋର ନିକଟସ୍ଥିତ ଯର୍ଦ୍ଦନ ସମୀପର ଇସ୍ରାଏଲର ଲୋକମାନଙ୍କୁ ମୋୟାବ ପଦାରେ ଏହା କହିଲେ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ଯର୍ଦ୍ଦନ ନଦୀର ପୂର୍ବରେ ଥିବା ଏହି ଅବାରୀମ ପର୍ବତ ଆରୋହଣ କର, ଆମ୍ଭେ ଇସ୍ରାଏଲ ଲୋକମାନଙ୍କୁ ଯେଉଁ ଦେଶ ଦେଇଅଛୁ ତାହା ନିରୀକ୍ଷଣ କର।


ଏହା ପରେ ଯାନୋହଠାରୁ ଅଟାରୋତ୍ ଓ ନାରତ୍ ଦେଇ ଯିରୀହୋ ପର୍ଯ୍ୟନ୍ତ ଯାଇ ଯର୍ଦ୍ଦନରେ ବାହାରିଲା।


Swiv nou:

Piblisite


Piblisite