ଗଣନା ପୁସ୍ତକ 33:49 - ପବିତ୍ର ବାଇବଲ49 ସେମାନେ ଯର୍ଦ୍ଦନ ପାର୍ଶ୍ୱବର୍ତ୍ତୀ ବୈତଯିଶୀମୋତଠାରୁ ଆବେଲ ଶିଟୀମ୍ ପର୍ଯ୍ୟନ୍ତ ମୋୟାବ ପଦାରେ ସେମାନଙ୍କର ଛାଉଣି ସ୍ଥାପନ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)49 ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବୈତ୍ଯିଶୀମୋତଠାରୁ ଆବେଲ ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ। Gade chapit laଓଡିଆ ବାଇବେଲ49 ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବେଥ୍-ଯିଶିମୋତଠାରୁ ଆବେଲ୍-ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବେଥ୍-ଯିଶିମୋତଠାରୁ ଆବେଲ୍-ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ। Gade chapit la |
ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ଲୋକ ଆକାସିଆରେ ଛାଉଣି ସ୍ଥାପନ କଲେ। ଯିହୋଶୂୟ ଦୁଇଜଣ ଗୁପ୍ତଚରଙ୍କୁ ପଠାଇଲେ, କୌଣସି ଲୋକ ଏ କଥା ଜାଣି ନ ଥିଲେ, ସେ ଏମାନଙ୍କୁ ଗୋପନରେ ପଠାଇ ଥିଲେ। ଯିହୋଶୂୟ ଦୁଇ ଜଣଙ୍କୁ କହିଲେ, “ଯାଅ, ବିଶେଷତଃ ଯିରୀହୋ ନଗର ନିରୀକ୍ଷଣ କର।” ତେଣୁ ସେମାନେ ଯିରୀହୋ ନଗରକୁ ଗଲେ, ସେମାନେ ଯାଇ ଏକ ବ୍ୟଭିଗ୍ଭରିଣୀ ଗୃହରେ ରହିଲେ। ସେହି ବ୍ୟଭିଗ୍ଭରିଣୀର ନାମ ରାହାବ ଥିଲା।