Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:50 - ପବିତ୍ର ବାଇବଲ

50 ଯିରୀହୋସ୍ଥିତ ଯର୍ଦ୍ଦନ ସେପାରିରେ ମୋୟାବ ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

50 ଅନନ୍ତର ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

50 ଏଥିଉତ୍ତାରେ ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ଏଥିଉତ୍ତାରେ ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Gade chapit la Kopi




ଗଣନା ପୁସ୍ତକ 33:50
5 Referans Kwoze  

“ଇସ୍ରାଏଲ ଲୋକମାନଙ୍କୁ କୁହ, ‘ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ନଦୀ ପାରହେବ ଏବଂ କିଣାନ ଦେଶରେ ପ୍ରବେଶ କରିବ,


ଯିହୋଶୂୟ ସେ ସମସ୍ତ ରାଜକୀୟ ସହରଗୁଡ଼ିକ ନିଜ ଅଧୀନକୁ ଆଣିଲେ ଓ ସେମାନଙ୍କର ରାଜାମାନଙ୍କୁ ହତ୍ୟା କଲେ। ଯିହୋଶୂୟ ସମ୍ପୂର୍ଣ୍ଣ ଭାବେ ସମସ୍ତ ଲୋକମାନଙ୍କୁ ଓ ଏହି ସହରର ରାଜାଗଣକୁ ଧ୍ୱଂସ କଲେ। ସଦାପ୍ରଭୁଙ୍କ ସେବକ ମୋଶା ଏହିପରି ଭାବରେ ଆଜ୍ଞା କରିଥିଲେ।


ତା'ପରେ ଇସ୍ରାଏଲର ଲୋକମାନେ ମୋୟାବର ଯର୍ଦ୍ଦନର ସମତଳ ଭୂମିକୁ ଯାତ୍ରା କଲେ। ସେମାନେ ଯର୍ଦ୍ଦନ ନିକଟସ୍ଥ ଯିରୀହୋଠାରେ ସେମାନଙ୍କର ଛାଉଣି ସ୍ଥାପନ କଲେ।


ବହୁ ଦିନ ପୂର୍ବରୁ ସଦାପ୍ରଭୁ ନିଜର ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ସେହିପରି ମୋଶା ଯିହୋଶୂୟଙ୍କୁ ଆଜ୍ଞା ଦେଲେ। ଯିହୋଶୂୟ ମଧ୍ୟ ସେହିପରି କାର୍ଯ୍ୟ କରିଥିଲେ। ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞାମାନ ଦେଇଥିଲେ, ସେ ସବୁ କଥାରୁ କୌଣସିଟିକୁ ଅନ୍ୟଥା କଲେ ନାହିଁ।


Swiv nou:

Piblisite


Piblisite