Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:51 - ପବିତ୍ର ବାଇବଲ

51 “ଇସ୍ରାଏଲ ଲୋକମାନଙ୍କୁ କୁହ, ‘ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ନଦୀ ପାରହେବ ଏବଂ କିଣାନ ଦେଶରେ ପ୍ରବେଶ କରିବ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,

Gade chapit la Kopi

ଓଡିଆ ବାଇବେଲ

51 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 “ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,

Gade chapit la Kopi




ଗଣନା ପୁସ୍ତକ 33:51
4 Referans Kwoze  

ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ନେଇ ଯାଉଥିବା ଯାଜକଗଣ ଦୃଢ଼ ଭାବରେ ଯର୍ଦ୍ଦନ ନଦୀର ମଝିରେ ଅଟକି ଗଲେ, ଯେପର୍ଯ୍ୟନ୍ତ ଇସ୍ରାଏଲର ସମସ୍ତ ଲୋକ ଶୁଖିଲା ଭୂମିରେ ନଦୀ ପାର ହୋଇ ନାହାନ୍ତି।


“ହେ ଇସ୍ରାଏଲର ଲୋକମାନେ, ଶୁଣ! ତୁମ୍ଭେମାନେ ଆଜି ଯର୍ଦ୍ଦନ ନଦୀ ପାର ହୋଇ ଯାଉଛ, ଜାତିମାନଙ୍କୁ ତଡ଼ିଦେବା ପାଇଁ ଯାଉଅଛ ଯାହାକି ବୃହତ ଓ ତୁମ୍ଭମାନଙ୍କ ଅପେକ୍ଷା ଶକ୍ତିଶାଳୀ ଏବଂ ସେମାନଙ୍କର ବୃହତ ନଗରଗୁଡ଼ିକ ଏବଂ ସେମାନଙ୍କର ପ୍ରାଚୀରଗୁଡ଼ିକ ଆକାଶକୁ ଛୁଏଁ।


“ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ ହିତ୍ତୀୟ ଓ ଗିର୍ଗାସୀୟ ଓ ଇମୋରୀୟ ଓ କିଣାନୀୟ ଓ ପିରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ତୁମ୍ଭଠାରୁ ମହାନ୍ ଓ ବଳବାନ୍ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ।


ଯିରୀହୋସ୍ଥିତ ଯର୍ଦ୍ଦନ ସେପାରିରେ ମୋୟାବ ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite