Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:54 - ପବିତ୍ର ବାଇବଲ

54 ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ନିଜ ନିଜ ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ। ଅଧିକଲୋକ ବିଶିଷ୍ଟ ବଂଶ ଅଧିକ ଭାଗ ଓ ଅଳ୍ପ ଲୋକ ବିଶିଷ୍ଟ ବଂଶ ଅଳ୍ପ ଅଂଶ ପାଇବ। ଗୁଳାନୁସାରେ ଯାହାର ବାଣ୍ଟ ଯେଉଁଠି ହେବ ସେ ତାକୁହିଁ ନେବ। ଏହିରୂପେ ତୁମ୍ଭେମାନେ ଆପଣା ପିତୃବଂଶାନୁସାରେ ଅଧିକାର କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

54 ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ଵାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ।

Gade chapit la Kopi

ଓଡିଆ ବାଇବେଲ

54 ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

54 ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ।

Gade chapit la Kopi




ଗଣନା ପୁସ୍ତକ 33:54
8 Referans Kwoze  

ବିନ୍ୟାମୀନର ପରିବାରବର୍ଗଗଣ ଯିହୁଦା ଓ ଯୋଷେଫଙ୍କର ମଧ୍ୟବର୍ତ୍ତୀ ଅଞ୍ଚଳରେ ଭୂମି ପାଇଲେ। ବିନ୍ୟାମୀନ ପ୍ରତ୍ୟେକ ପରିବାରବର୍ଗର ଲୋକମାନେ ସେମାନଙ୍କର ଭାଗ ପାଇଲେ। ଏହି ଭୂମି ଯାହାକି ବିନ୍ୟାମୀନ ପରିବାରବର୍ଗଙ୍କ ପାଇଁ ସ୍ଥିର କରାଯାଇଥିଲା।


ଇସ୍ରାଏଲ ବୃହତ ପରିବାରବର୍ଗ ଅଧିକ ନଗର ନେବେ। ଏବଂ ତୁମ୍ଭେମାନେ ଛୋଟ ପରିବାରବର୍ଗଠାରୁ ଅଳ୍ପ ନେବ। ପ୍ରତ୍ୟେକ ପରିବାରବର୍ଗ ସେମାନଙ୍କର ଅଂଶ ଅନୁସାରେ ଲେବୀୟମାନଙ୍କୁ କିଛି ନଗର ଦେବେ।”


“ସୀଦୋନୀୟ ଲୋକମାନେ ଯେଉଁ ଦେଶରେ ବାସ କରୁଛନ୍ତି, ଲିବାନୋ‌ନ୍‌ଠାରୁ ମିଷ୍ରଫୋ‌‌‌ତ୍‌‌‌ମୟିମ ପର୍ଯ୍ୟନ୍ତ ଦେଶରେ କିନ୍ତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବୁ। ତୁମ୍ଭେ ମୋ’ ଆଜ୍ଞାନୁସାରେ ସେହି ଦେଶ ଅଧିକାର କରିବା ପାଇଁ ଇସ୍ରାଏଲଙ୍କୁ କେବଳ ବାଣ୍ଟି ଦିଅ।


ସଦାପ୍ରଭୁ ବହୁ ଦିନ ପୂର୍ବରୁ ମୋଶାଙ୍କୁ ନିର୍ଦ୍ଦେଶ ଦେଇଥିଲେ କିପରି ଭାବରେ ଲୋକମାନଙ୍କୁ ସେ ଭୂମି ବାଣ୍ଟ କରିବେ। ନଅ ବଂଶର ଲୋକ ଅର୍ଦ୍ଧ ବଂଶର ଲୋକମାନଙ୍କୁ ଗୁଲିବାଣ୍ଟ ଦ୍ୱାରା ନିଷ୍ପତ୍ତି ଦେଲେ କିଏ କେଉଁ ଭୂମି ପାଇବ।


Swiv nou:

Piblisite


Piblisite