Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:56 - ପବିତ୍ର ବାଇବଲ

56 ଯଦି ତୁମ୍ଭେମାନେ ସେମାନଙ୍କୁ ତୁମ୍ଭ ଦେଶରେ ତୁମ୍ଭମାନଙ୍କ ସହିତ ବାସ କରିବାକୁ ଦିଅ, ତେବେ ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

56 ପୁଣି ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।

Gade chapit la Kopi

ଓଡିଆ ବାଇବେଲ

56 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

56 ପୁଣି, ଆମ୍ଭେ ସେମାନଙ୍କ ପ୍ରତି ଯାହା କରିବାକୁ ମନସ୍ଥ କରିଥିଲୁ, ତାହା ତୁମ୍ଭମାନଙ୍କ ପ୍ରତି କରିବା।”

Gade chapit la Kopi




ଗଣନା ପୁସ୍ତକ 33:56
10 Referans Kwoze  

“ସଦାପ୍ରଭୁ ଦିନେ ଆନନ୍ଦ ଥିଲେ, ତୁମ୍ଭମାନଙ୍କୁ ଖୁସୀ କରି ଓ ତୁମ୍ଭମାନଙ୍କର ସଂଖ୍ୟା ବଢ଼ାଇ। ଠିକ୍ ସେହିପରି ସଦାପ୍ରଭୁ ଆନନ୍ଦ ଖୁସୀ ଦେବେ ତୁମ୍ଭମାନଙ୍କୁ ହ୍ରାସକରି ଓ ବିନାଶ କରି। ତୁମ୍ଭେମାନେ ଅଧିକାର କରିବାକୁ ଯାଉଥିବା ଦେଶକୁ ଅନ୍ୟମାନେ ଅଧିକାର କରି ନେବେ।


ପୁଣି ସଦାପ୍ରଭୁ କ୍ରୋଧରେ ଓ ପ୍ରଚଣ୍ତତାରେ ଓ ମହାକୋପରେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କଲେ ଓ ସେମାନଙ୍କୁ ଅନ୍ୟ ଦେଶରେ ନିକ୍ଷେପ କଲେ, ଯେଉଁଠାରେ ସେମାନେ ଆଜି ଅଛନ୍ତି।’


ପୁଣି ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟମାନଙ୍କୁ ତଡ଼ି ଦେଉଛୁ, ସେମାନଙ୍କ ଆଚରଣ ତୁମ୍ଭେମାନେ କରିବ ନାହିଁ। କାରଣ ସେମାନେ ସେହିସବୁ ଦୁଷ୍କର୍ମ କରିବାରୁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।


ତୁମ୍ଭେମାନେ ଯଦି ସେହି ଘୃଣାଯୋଗ୍ୟ କର୍ମ କର, ତେବେ ଦେଶକୁ ଅଶୁଚି କରିବ। ଦେଶ ଯେପରି ତୁମ୍ଭର ପୂର୍ବବର୍ତ୍ତୀ ନିବାସୀମାନଙ୍କୁ ଉ‌ଦ୍‌ଗାର କଲା, ସେହିପରି ସେ ତୁମ୍ଭମାନଙ୍କୁ ବି ଉ‌ଦ୍‌ଗାର କରିବ।


“ଯଦି ତୁମ୍ଭେମାନେ ସେହି ଦେଶନିବାସୀମାନଙ୍କୁ ନିଜ ସମ୍ମୁଖରୁ ତଡ଼ି ବାହାର କରି ନ ଦେବ, ଯେଉଁମାନେ ବାସ କରିବେ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ୱରେ କଣ୍ଟକ ସ୍ୱରୂପ ହେବେ। ତୁମ୍ଭେମାନେ ବାସ କରିବ, ସେମାନେ ତୁମ୍ଭମାନଙ୍କ ପାଇଁ ବହୁ ଦୁଃଖ ଆଣିବେ।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite