Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 33:7 - ପବିତ୍ର ବାଇବଲ

7 ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲସଫୋନର ନିକଟସ୍ଥ ପୀହହୀରୋତକୁ ଫେରି ଆସିଲେ। ସେମାନେ ମି‌ଗ୍‌ଦୋଲ ନିକଟରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଓଡିଆ ବାଇବେଲ

7 ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲ-ସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍‍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲ-ସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍‍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।

Gade chapit la Kopi




ଗଣନା ପୁସ୍ତକ 33:7
4 Referans Kwoze  

“ଇସ୍ରାଏଲର ଲୋକମାନଙ୍କୁ କୁହ, ସେମାନେ ପୀହହୀରୋତକୁ ଫେରି ଯାଆନ୍ତୁ ଏବଂ ସାମନାରେ ଛାଉଣି ପକାନ୍ତୁ। ସେମାନଙ୍କୁ କୁହ, ସେମାନେ ମି‌ଗ୍‌ଦୋଲ ଓ ସମୁଦ୍ର ମଧ୍ୟରେ ଏବଂ ବା‌ଲ୍‌ସଫୋନ୍ ଆଗରେ ଛାଉଣି ସ୍ଥାପନ କରନ୍ତୁ।


ମିଶରୀୟମାନେ ଇସ୍ରାଏଲୀୟମାନଙ୍କ ପଛରେ ଗୋଡ଼ାଇଲେ। ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ତାଙ୍କର ରଥାରୋହୀ ଏବଂ ତାଙ୍କର ସୈନ୍ୟ ସେମାନଙ୍କୁ ଗୋଡ଼ାଇଲେ ଏବଂ ସମୁଦ୍ର ପାଖରେ ବାଲ-ସଫୋନ ଆଡ଼କୁ ମୁଖ କରିଥିବା ପୀହହୀରୋତ ଛାଉଣି ନିକଟରେ ଭେଟିଲେ।


ଏହା ପରେ ସେମାନେ ‌ପୀହହୀରୋ‌‌ତ୍‌ର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ମରୁଭୂମିରେ ପ୍ରବେଶ କଲେ। ଆଉ ଏଥମ ମରୁଭୂମିରେ ତିନି ଦିନ ଯାତ୍ରା କରି ମାରାରେ ଛାଉଣି ସ୍ଥାପନ କଲେ।


ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite