Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 34:13 - ପବିତ୍ର ବାଇବଲ

13 ତେଣୁ ମୋଶା ଇସ୍ରାଏଲର ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧବଂଶକୁ ଯେଉଁ ଦେଶ ଦେବାକୁ ଆଜ୍ଞା ଦେଇଅଛନ୍ତି, ତୁମ୍ଭେମାନେ ଯାହାକୁ ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦେଇ କହିଲେ, ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ଵାରା ଅଧିକାର କରିବ, ସେହି ଦେଶ ଏହି।

Gade chapit la Kopi

ଓଡିଆ ବାଇବେଲ

13 ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।

Gade chapit la Kopi




ଗଣନା ପୁସ୍ତକ 34:13
10 Referans Kwoze  

ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ସେହି ଦିନ ସଦାପ୍ରଭୁ ଅବ୍ରାମଙ୍କ ସହିତ ଏକ ଚୁକ୍ତି କଲେ। ସେ କହିଲେ, “ମୁଁ ଏହି ଦେଶ ତୁମ୍ଭର ବଂଶଧରଙ୍କୁ ଦେଲି। ମିଶରୀୟ ନଦୀଠାରୁ ମହାନ ନଦୀ ଫରାତ୍ ପର୍ଯ୍ୟନ୍ତ ଏହି ଦେଶ ତୁମ୍ଭର ପରିବାରକୁ ମୁଁ ଦେଲି।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ତୁମ୍ଭେ ଗୁଲିବାଣ୍ଟ ଦ୍ୱାରା ଦେଶ ଭାଗ କରିବା ଉଚିତ୍। ସେମାନେ ନିଜ ନିଜ ପରିବାରବର୍ଗର ନାମ ଅନୁସାରେ ଭାଗ ପାଇବା ଉଚିତ୍।


ପୁଣି ସେ ସୀମା ଯର୍ଦ୍ଦନ ଦେଇ ଯିବ ଓ ମୃତ ସମୁଦ୍ର ନିକଟରେ ଶେଷ ହେବ। ଏହା ତୁମ୍ଭମାନଙ୍କର ଦେଶ ଏବଂ ଏହାର ସୀମା ହେବ।”


ଯେଉଁଠାରେ ତୁମ୍ଭର ପାଦ ପଡ଼ିବ, ସେ ସ୍ଥାନ ତୁମ୍ଭମାନଙ୍କର ହେବ। ପ୍ରାନ୍ତରରୁ ଲିବାନୋନ ପର୍ଯ୍ୟନ୍ତ ଏବଂ ଫରାତ୍ ନଦୀଠାରୁ ପଶ୍ଚିମ ସମୁଦ୍ର ପର୍ଯ୍ୟନ୍ତ ତୁମ୍ଭମାନଙ୍କର ସୀମା ହେବ।


“ଏବଂ ଯେଉଁ ସମୟରେ ତୁମ୍ଭେମାନେ ଉତ୍ତରାଧିକାରୀ ପାଇଁ ଗୁଲିବାଣ୍ଟ ଦ୍ୱାରା ଭୂମି ବିଭାଗ କରିବ, ତୁମ୍ଭେ ଏଥିରୁ ଏକ ପବିତ୍ର ଅଂଶପରି ସଦାପ୍ରଭୁଙ୍କ ପାଇଁ ଅଲଗା ରଖିବା ଉଚିତ୍। ତାହାର ଦୈର୍ଘ୍ୟ 25,000 ହାତ ଓ ପ୍ରସ୍ଥ 20,000 ହାତ ହେବ। ସେ ସମସ୍ତ ଭୂମି ପବିତ୍ର ହେବ।


ତେଣୁ ଆମ୍ଭେମାନେ ଜମିସବୁ ମାପିବାକୁ ସକ୍ଷମ ହେବୁ ନାହିଁ ଏବଂ ସଦାପ୍ରଭୁଙ୍କ ଲୋକମାନଙ୍କ ମଧ୍ୟରେ ବାଣ୍ଟି ପାରିବୁ ନାହିଁ।’”


ବର୍ତ୍ତମାନ ଅଧିକାର ନିମିତ୍ତ ନଅ ବଂଶକୁ ଓ ମନଃଶିର ଅର୍ଦ୍ଧବଂଶକୁ ଏହି ଭୂମି ବଣ୍ଟନ କରିଦିଅ।”


Swiv nou:

Piblisite


Piblisite