Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 34:14 - ପବିତ୍ର ବାଇବଲ

14 ରୁବେନ୍, ଗାଦ୍ ଗୋଷ୍ଠୀଗଣ ଓ ମନଃଶିର ଅର୍ଦ୍ଧେକ ଗୋଷ୍ଠୀଗଣ ଆପଣା ଆପଣା ପରିବାର ଅନୁସାରେ ସେମାନଙ୍କର ଅଧିକାର ପାଇଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 କାରଣ ରୁବେନ-ସନ୍ତାନଗଣର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ-ସନ୍ତାନଗଣର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;

Gade chapit la Kopi

ଓଡିଆ ବାଇବେଲ

14 କାରଣ ରୁବେନ୍‍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍‍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ରୁବେନ୍‍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍‍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;

Gade chapit la Kopi




ଗଣନା ପୁସ୍ତକ 34:14
8 Referans Kwoze  

ତେଣୁ ମୋଶା ଗାଦ୍ ଗୋଷ୍ଠୀଗଣକୁ, ରୁବେନ୍ ଗୋଷ୍ଠୀଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ, ବାଶନର ରାଜା ଓ‌ଗ୍‌ର ରାଜ୍ୟ ଅର୍ଥାତ୍ ନିଜ ନିଜ ସୀମା ସହ ନାନା ନଗର ବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।


ମାତ୍ର ତୁମ୍ଭେମାନେ ଯେବେ ତାହା ନ କର, ତେବେ ତୁମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଥିବ। ଆଉ ଏହା ନିଶ୍ଚିତ ଯେ, ତୁମ୍ଭମାନଙ୍କର ପାପ ପାଇଁ ତୁମ୍ଭେମାନେ ଦଣ୍ତିତ ହେବ।


ଏହି ଦୁଇ ବଂଶ ଓ ଅର୍ଦ୍ଧବଂଶ ଯିରୀହୋ ପୂର୍ବଦିଗରେ ଯର୍ଦ୍ଦନର ଆରପାରିରେ ସେମାନଙ୍କର ଅଧିକାର ପାଇଅଛନ୍ତି।”


ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ, ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭମାନଙ୍କ ଆଗରୁ ତଡ଼ି ଦେଇଛନ୍ତି। ସେ ସେମାନଙ୍କ ଦେଶରେ ତୁମ୍ଭମାନଙ୍କୁ ପ୍ରବେଶ କରାଇଲେ ଓ ତାହା ତୁମ୍ଭମାନଙ୍କୁ ଉତ୍ତରାଧିକାରୀ ସୂତ୍ରରେ ଦେଲେ, ଯାହା ଆଜି ହୋଇଛି।


ସେ ଆପଣା ପାଇଁ ପ୍ରଥମ ଅଂଶ ମନୋନୀତ କରେ। ଆଦେଶକାରୀଙ୍କର ଭାଗ ସୁରକ୍ଷିତ ଅଛି। ସେ ଲୋକମାନଙ୍କର ନେତୃବର୍ଗଙ୍କ ପାଖକୁ ଆସନ୍ତି। ସେ ଯାହା କରନ୍ତି ତାହା ସଦାପ୍ରଭୁଙ୍କ ପାଇଁ ଉତ୍ତମ। ସେ ଏପରି କରନ୍ତି ଯାହା ଇସ୍ରାଏଲବାସୀ ପାଇଁ ମଙ୍ଗଳ।”


Swiv nou:

Piblisite


Piblisite