Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 34:15 - ପବିତ୍ର ବାଇବଲ

15 ଏହି ଦୁଇ ବଂଶ ଓ ଅର୍ଦ୍ଧବଂଶ ଯିରୀହୋ ପୂର୍ବଦିଗରେ ଯର୍ଦ୍ଦନର ଆରପାରିରେ ସେମାନଙ୍କର ଅଧିକାର ପାଇଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

15 ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବ ପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।”

Gade chapit la Kopi




ଗଣନା ପୁସ୍ତକ 34:15
5 Referans Kwoze  

ଆମ୍ଭମାନଙ୍କର ସୈନ୍ୟମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୋଇ କିଣାନ ଦେଶକୁ ଯିବେ, କିନ୍ତୁ ଆମ୍ଭେମାନେ ଯର୍ଦ୍ଦନର ପୂର୍ବ ପାରିକୁ ଅଧିକାର ରୂପେ ପାଇବୁ।”


ରୁବେନ୍, ଗାଦ୍ ଗୋଷ୍ଠୀଗଣ ଓ ମନଃଶିର ଅର୍ଦ୍ଧେକ ଗୋଷ୍ଠୀଗଣ ଆପଣା ଆପଣା ପରିବାର ଅନୁସାରେ ସେମାନଙ୍କର ଅଧିକାର ପାଇଛନ୍ତି।


ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,


ସେ ତୁମ୍ଭଠାରୁ ଅଧିକ ବଳବାନ ଓ ବହୁସଂଖ୍ୟକ, ଅନ୍ୟ ଦେଶୀୟମାନଙ୍କୁ ତୁମ୍ଭମାନଙ୍କ ଆଗରୁ ତଡ଼ି ଦେଇଛନ୍ତି। ସେ ସେମାନଙ୍କ ଦେଶରେ ତୁମ୍ଭମାନଙ୍କୁ ପ୍ରବେଶ କରାଇଲେ ଓ ତାହା ତୁମ୍ଭମାନଙ୍କୁ ଉତ୍ତରାଧିକାରୀ ସୂତ୍ରରେ ଦେଲେ, ଯାହା ଆଜି ହୋଇଛି।


ତେଣୁ ମୋଶା ଗାଦ୍ ଗୋଷ୍ଠୀଗଣକୁ, ରୁବେନ୍ ଗୋଷ୍ଠୀଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ, ବାଶନର ରାଜା ଓ‌ଗ୍‌ର ରାଜ୍ୟ ଅର୍ଥାତ୍ ନିଜ ନିଜ ସୀମା ସହ ନାନା ନଗର ବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।


Swiv nou:

Piblisite


Piblisite