ଗଣନା ପୁସ୍ତକ 34:2 - ପବିତ୍ର ବାଇବଲ2 “ଇସ୍ରାଏଲର ଲୋକମାନଙ୍କୁ କୁହ: “ଯେତେବେଳେ ତୁମ୍ଭେମାନେ କିଣାନ ଦେଶରେ ପ୍ରବେଶ କରିବ, ତାହା ତୁମ୍ଭମାନଙ୍କର ଦେଶ ହେବ। ଏଗୁଡ଼ିକ ସେହି ଦେଶର ସୀମା ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)2 ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ, Gade chapit laଓଡିଆ ବାଇବେଲ2 “ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ, Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ, Gade chapit la |
ମୁଁ ପ୍ରାର୍ଥନା କରୁଛି, ଯେପରି ତୁମ୍ଭେମାନେ ଈଶ୍ୱରଙ୍କ ସମସ୍ତ ସତ୍ୟର ସମ୍ପୂର୍ଣ୍ଣ ବୋଧଶକ୍ତି ପାଇପାର, ଏଥିପାଇଁ ସେ ତୁମ୍ଭର ମନରୂପକ ଚକ୍ଷୁ ଖୋଲି ଦିଅନ୍ତୁ। ତା'ପରେ ତୁମ୍ଭେମାନେ ବୁଝି ପାରିବ ଯେ, କେଉଁ ବିଷୟରେ ଭରସା ରଖିବା ପାଇଁ ପରମେଶ୍ୱର ଆମ୍ଭମାନଙ୍କୁ ବାଛି ଥିଲେ। ତୁମ୍ଭେମାନେ ବୁଝି ପାରିବ ଯେ ପରମେଶ୍ୱର ନିଜର ପବିତ୍ରୀକୃତ ଲୋକମାନଙ୍କୁ ଯେଉଁସବୁ ଆଶୀର୍ବାଦ ଦେବା ପାଇଁ ପ୍ରତିଜ୍ଞା କରିଥିଲେ, ତାହା କେତେ ମହିମାମୟ ଓ ଐଶ୍ୱର୍ଯ୍ୟପୂର୍ଣ୍ଣ ଅଟେ।