Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 34:29 - ପବିତ୍ର ବାଇବଲ

29 କିଣାନ ଦେଶରେ ଇସ୍ରାଏଲର ଲୋକମାନଙ୍କ ମଧ୍ୟରେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।

Gade chapit la Kopi

ଓଡିଆ ବାଇବେଲ

29 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 କିଣାନ ଦେଶରେ ଇସ୍ରାଏଲ-ସନ୍ତାନଗଣଙ୍କ ନିମନ୍ତେ ଅଧିକାର ବିଭାଗ କରି ଦେବାକୁ ସଦାପ୍ରଭୁ ଏହି ସମସ୍ତ ଲୋକଙ୍କୁ ଆଜ୍ଞା ଦେଲେ।

Gade chapit la Kopi




ଗଣନା ପୁସ୍ତକ 34:29
4 Referans Kwoze  

ଏହିପରି ଭାବରେ ଇସ୍ରାଏଲ ପରିବାରବର୍ଗମାନଙ୍କୁ ଏହିସବୁ ଭୂମି ବାଣ୍ଟ କରାଗଲା। ଇଲିୟାସର ଯାଜକ, ନୂନର ପୁତ୍ର ଯିହୋଶୂୟ ଏବଂ ସମସ୍ତ ବଂଶଧରମାନଙ୍କର ପ୍ରାଚୀନବର୍ଗମାନେ ଭୂମି ଭାଗ କରିବାକୁ ଶୀଲୋ ନିକଟରେ ଏକତ୍ରିତ ହେଲେ। ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁ ଦ୍ୱାର ନିକଟରେ ମିଳିତ ହେଲେ। ଏହିପରି ଭାବରେ ସେମାନେ ଦେଶ ବିଭାଗ ବଣ୍ଟନ ସାରି ଦେଲେ।


ପୁଣି ତୁମ୍ଭେମାନେ ଦେଶ ଭାଗ କରିବା ନିମନ୍ତେ ପ୍ରତ୍ୟେକ ଗୋଷ୍ଠୀବର୍ଗରୁ ଜଣେ ଜଣେ ନେତୃବର୍ଗ ବାଛିବ।


ନପ୍ତାଲି ଗୋଷ୍ଠୀବର୍ଗରୁ ଅମ୍ମୀହୂଦର ପୁତ୍ର ପଦହେଲ୍।”


ଅନନ୍ତର ସଦାପ୍ରଭୁ ମୋୟାବ ପଦାରେ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ନଦୀ ଆରପାରିରେ ମୋଶାଙ୍କୁ କହିଲେ,


Swiv nou:

Piblisite


Piblisite