Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 34:4 - ପବିତ୍ର ବାଇବଲ

4 ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ ବର୍ଣ୍ଣୟେର ଦକ୍ଷିଣ ଦେଇ ହ‌ତ୍‌ସର-ଅଦରକୁ ଆସି ଅ‌ସ୍‌‌ମୋନ ପର୍ଯ୍ୟନ୍ତ ଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସିନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍‍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍‍ସର-ଅଦରକୁ ଆସି ଅସ୍‍ମୋନ ପର୍ଯ୍ୟନ୍ତ ଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍‍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍‍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ।

Gade chapit la Kopi




ଗଣନା ପୁସ୍ତକ 34:4
9 Referans Kwoze  

ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ବେଳେ ସେମାନେ ଏହିରୂପେ କରିଥିଲେ।


ଇମୋରୀୟ ଲୋକମାନଙ୍କର ଭୂମିର ସୀମା ଅକ୍ରବ୍ବୀମ ଘାଟି ଶୈଳଠାରୁ ଏବଂ ପର୍ବତ ଦେଶ ଶିଳା ସୀମା ମଧ୍ୟରେ ଥିଲା।


ତୁମ୍ଭମାନଙ୍କର ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତର ପର୍ଯ୍ୟନ୍ତ ହେବ। ମୃତ ସମୁଦ୍ର ଦକ୍ଷିଣ ମୁଣ୍ତରୁ ପୂର୍ବଦିଗକୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।


ଇସ୍ରାଏଲ ଲୋକମାନଙ୍କର ସମସ୍ତ ମଣ୍ତଳୀ ପ୍ରଥମ ମାସରେ ସୀନ୍ ମରୁଭୂମିରେ ଉପସ୍ଥିତ ହେଲେ। ସେମାନେ କାଦେଶରେ ବାସ କଲେ। ମରିୟମ ସେହି ସ୍ଥାନରେ ମୃତ୍ୟୁବରଣ କଲେ ଓ ତାଙ୍କୁ ସେଠାରେ କବର ଦିଆଗଲା।


ଅନନ୍ତର ସେମାନେ ଆସି ପାରଣ ମରୁଭୂମି କାଦେଶ ନାମକ ସ୍ଥାନରେ ମୋଶାଙ୍କୁ ଭେଟିଲେ, ହାରୋଣ ଓ ଇସ୍ରାଏଲ ଲୋକମାନେ ସମସ୍ତ ମଣ୍ତଳୀ ନିକଟରେ ଉପସ୍ଥିତ ହୋଇ ସେମାନଙ୍କୁ ଓ ସମସ୍ତ ମଣ୍ତଳୀକି ସମାଗ୍ଭର ଦେଲେ ଓ ସେମାନଙ୍କୁ ସେହି ଦେଶର ଫଳ ଦେଖାଇଲେ।


ତେଣୁ ସେମାନେ ସୀନ ମରୁଭୂମିରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।


ଯିହୁଦା ସନ୍ତାନମାନଙ୍କ ବଂଶର ବାଣ୍ଟ ସେମାନଙ୍କ ପରିବାରବର୍ଗନୁସାରେ ଇଦୋମ ସୀମା ପାର୍ଶ୍ୱସ୍ଥ ସିନ୍ ମରୁଭୂମିର ଦକ୍ଷିଣ ଦିଗରେ ଦକ୍ଷିଣ ପ୍ରାନ୍ତ ଭାଗରେ ଥିଲା।


Swiv nou:

Piblisite


Piblisite