Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 34:7 - ପବିତ୍ର ବାଇବଲ

7 ଆଉ ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ। ଏହା ଭୂମଧ୍ୟସାଗରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ବିସ୍ତୃତ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି; ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;

Gade chapit la Kopi

ଓଡିଆ ବାଇବେଲ

7 ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ ତୁମ୍ଭମାନଙ୍କର ଉତ୍ତର ସୀମା ଏହି ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ମହାସମୁଦ୍ରଠାରୁ ହୋର ପର୍ବତ ପର୍ଯ୍ୟନ୍ତ ଚିହ୍ନିତ କରିବ;

Gade chapit la Kopi




ଗଣନା ପୁସ୍ତକ 34:7
6 Referans Kwoze  

ପୁଣି ସେମାନେ କାଦେଶରୁ ଯାଇ ଇଦୋମ ଦେଶ ସୀମାରେ ଅବସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ।


ଭୂମଧ୍ୟସାଗର ପଶ୍ଚିମ ସୀମା ହେବ। ଏହା ତୁମ୍ଭମାନଙ୍କର ପଶ୍ଚିମ ସୀମା ହେବ।


ତୁମ୍ଭମାନଙ୍କର ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତର ପର୍ଯ୍ୟନ୍ତ ହେବ। ମୃତ ସମୁଦ୍ର ଦକ୍ଷିଣ ମୁଣ୍ତରୁ ପୂର୍ବଦିଗକୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।


“କିନ୍ତୁ ହେ ଇସ୍ରାଏଲବାସୀ, ତୁମ୍ଭ ଦେଶ ବିରୁଦ୍ଧରେ ଆମ୍ଭେ ଗୋଟିଏ ଗୋଷ୍ଠୀ ଜାଗ୍ରତ କରିବା। ସେହି ଗୋଷ୍ଠୀ ତୁମ୍ଭ ସମଗ୍ର ରାଜ୍ୟ ଉପରେ ଦୁଃଖ କ୍ଳେଶ ଆଣିବ। ଏହି କ୍ଳେଶ ହମାତଠାରୁ ଅରାବା ମାର୍ଗ ପର୍ଯ୍ୟନ୍ତ ଲାଗି ରହିବ।” ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର ଏହା କୁହନ୍ତି।


Swiv nou:

Piblisite


Piblisite