Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 34:8 - ପବିତ୍ର ବାଇବଲ

8 ହୋରଠାରୁ ଏହି ସୀମା ଆରମ୍ଭ ହୋଇ ହମାତ ପର୍ଯ୍ୟନ୍ତ ବିସ୍ତୃତ ହୋଇ ସଦାଦ୍ ନିକଟରେ ଶେଷ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି ସେଠାରୁ ସେହି ସୀମା ସଦାଦ୍ ନିକଟରେ ଶେଷ ହେବ।

Gade chapit la Kopi

ଓଡିଆ ବାଇବେଲ

8 ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍‍ ନିକଟରେ ଶେଷ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍‍ ନିକଟରେ ଶେଷ ହେବ।

Gade chapit la Kopi




ଗଣନା ପୁସ୍ତକ 34:8
12 Referans Kwoze  

ତେଣୁ ସେମାନେ ସୀନ ମରୁଭୂମିରୁ ଯାତ୍ରା କରି ହମାତର ପ୍ରବେଶ ସ୍ଥାନ ରହୋବ ପର୍ଯ୍ୟନ୍ତ ଦେଶ ଅନୁସନ୍ଧାନ କଲେ।


ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟ ଅନୁସାରେ ଅମିତ୍ତୟଙ୍କ ପୁତ୍ର ଗା‌ଥ୍‌ହେଫର ନିବାସୀ ଆପଣା ସେବକ ଯୂନସ ଭବିଷ୍ୟ‌ଦ୍‌ବକ୍ତାଙ୍କ ହସ୍ତରେ ଯାହା କହିଥିଲେ, ତାଙ୍କର ସେହି ବାକ୍ୟାନୁସାରେ ସେ ହମାତର ପ୍ରବେଶ ସ୍ଥାନଠାରୁ ଅରାବା ସାଗର ପର୍ଯ୍ୟନ୍ତ ଇସ୍ରାଏଲର ସୀମା ପୁନର୍ବାର ଯାରବିୟାମ ଦଖଳ କଲେ।


ମାତ୍ର କ‌‌ଲ୍‌‌ଦୀୟମାନଙ୍କର ସୈନ୍ୟ ସେମାନଙ୍କ ପଛେ ପଛେ ଗୋଡ଼ାଇ ଯିରୀହୋ ପଦାରେ ସିଦିକିୟ ନିକଟରେ ପହଞ୍ଚିଲେ। ସେମାନଙ୍କୁ ଧରି ହମାତ୍ ଦେଶସ୍ଥ ରି‌‌‌ବ୍‌‌‌ଲାରେ ବାବିଲର ରାଜା ନବୂଖ‌ଦ୍‌ନିତ୍ସର ନିକଟକୁ ଆଣିଲେ, ତହୁଁ ସେ ତାହାର ଦଣ୍ଡ ବ୍ୟବସ୍ଥା କଲେ।


ହମାତର ରାଜା ତୋହି ଶୁଣିବାକୁ ପାଇଲେ ଯେ ଦାଉଦ ହଦଦେଷର ସମସ୍ତ ସୈନ୍ୟମାନଙ୍କୁ ପରାସ୍ତ କରିଛନ୍ତି।


ତୁମ୍ଭର ଉତ୍ତର ସୀମା ସିଫ୍ରୋଣ ପର୍ଯ୍ୟନ୍ତ ବିସ୍ତୃତ ହୋଇ ହ‌ତ୍‌ସର-ଐନନରେ ଶେଷ ହେବ।


ସେ ସମୟରେ ଶଲୋମନ ଓ ତାଙ୍କ ସହିତ ସମଗ୍ର ଇସ୍ରାଏଲ ଏକ ବିରାଟ ସମାଜ ଦୂର ଦୂରାନ୍ତର ହମାତର ଲୋକମାନେ ଉତ୍ତର ଦିଗ ମଧ୍ୟଦେଇ ଦକ୍ଷିଣରେ ମିଶରର ସୀମା ପର୍ଯ୍ୟନ୍ତ ଗଲେ। ସଦାପ୍ରଭୁଙ୍କ ସମ୍ମୁଖରେ ଏହି ପର୍ବ ଚଉଦ ଦିନ ଯାଏ ପାଳନ କଲେ।


କ‌‌ଲ୍‌‌ନୋ ନଗର କର୍କମୀଶର ତୁଲ୍ୟ ଅଟେ। ପୁଣି ଅର୍ପଦ ନଗର ହମାତ୍ ତୁଲ୍ୟ ଅଟେ। ଶମରିୟା ନଗର ଦମ୍ମେଶକ ପରି ଅଟେ।


“କିନ୍ତୁ ହେ ଇସ୍ରାଏଲବାସୀ, ତୁମ୍ଭ ଦେଶ ବିରୁଦ୍ଧରେ ଆମ୍ଭେ ଗୋଟିଏ ଗୋଷ୍ଠୀ ଜାଗ୍ରତ କରିବା। ସେହି ଗୋଷ୍ଠୀ ତୁମ୍ଭ ସମଗ୍ର ରାଜ୍ୟ ଉପରେ ଦୁଃଖ କ୍ଳେଶ ଆଣିବ। ଏହି କ୍ଳେଶ ହମାତଠାରୁ ଅରାବା ମାର୍ଗ ପର୍ଯ୍ୟନ୍ତ ଲାଗି ରହିବ।” ସଦାପ୍ରଭୁ ସର୍ବଶକ୍ତିମାନ ପରମେଶ୍ୱର ଏହା କୁହନ୍ତି।


ଅର୍ବଦୀୟ, ସମାରୀୟ ଓ ହମାତୀୟମାନଙ୍କର ମଧ୍ୟ ପିତା ଥିଲେ।


ତେଣୁ ଦାଉଦ ମିଶରର ଶିୟୋରନଦୀଠାରୁ ହମାତର ସହର ପର୍ଯ୍ୟନ୍ତ ଇସ୍ରାଏଲର ଲୋକମାନଙ୍କୁ ଏକତ୍ର କଲେ। ସେମାନେ କିରିୟତ୍-ଯିୟାରୀମ ସହରରୁ ନିୟମସିନ୍ଦୁକ ଫେରାଇ ଆଣିବା ନିମନ୍ତେ ଏକତ୍ର ହେଲେ।


Swiv nou:

Piblisite


Piblisite