ଗଣନା ପୁସ୍ତକ 35:2 - ପବିତ୍ର ବାଇବଲ2 “ଇସ୍ରାଏଲର ଲୋକମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ଆପଣା ଆପଣା ଅଧିକୃତ ଭାଗରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ। ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନ ଓ ସେ ସବୁର ଚତୁର୍ଦ୍ଦିଗସ୍ଥ ଗ୍ଭରଣଭୂମି ଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ। Gade chapit laଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି ଆଜ୍ଞା ଦିଅ; ସେମାନେ ଆପଣା ଆପଣା ଅଧିକୃତ ବାଣ୍ଟରୁ କେତେକ ବସତି-ନଗର ଲେବୀୟମାନଙ୍କୁ ଦିଅନ୍ତୁ, ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ସେହି ନଗରମାନର ତଳିଭୂମି ନିମନ୍ତେ ସେସବୁର ଚତୁର୍ଦ୍ଦିଗସ୍ଥ ଭୂମି ଦେବ। Gade chapit la |
ଲେବୀୟମାନେ ଯେଉଁ ସହରରେ ବାସ କରୁଥିଲେ, ତାହା ନିକଟରେ ହାରୋଣଙ୍କ ବଂଶଧର କେତେଜଣ ଯାଜକଙ୍କର ଶସ୍ୟକ୍ଷେତ୍ର ଥିଲା। ଆଉ ହାରୋଣଙ୍କର କେତେଜଣ ବଂଶଧର ମଧ୍ୟ ସହରମାନଙ୍କରେ ବାସ କରୁଥିଲେ। ହାରୋଣଙ୍କର ଏହି ବଂଶଧରମାନଙ୍କୁ ସଂଗୃହୀତ ଦ୍ରବ୍ୟରୁ ଅଂଶ ଦେବା ନିମନ୍ତେ ଏହି ପ୍ରତ୍ୟେକ ସହରର ଲୋକମାନଙ୍କୁ ସେମାନଙ୍କ ନାମ ଦ୍ୱାରା ମନୋନୀତ କରାଯାଉ ଥିଲା। ଲେବୀୟମାନଙ୍କ ବଂଶର ଇତିହାସରେ ନାମ ଭୁକ୍ତ କରାଯାଇଥିବା ସମସ୍ତ ପୁରୁଷ ଓ ଅନ୍ୟମାନେ ସଂଗୃହୀତ ଦ୍ରବ୍ୟର ଅଂଶ ଲାଭ କରୁଥିଲେ।
ଏହା ପରେ ଦାଉଦ ଇସ୍ରାଏଲର ସମସ୍ତ ଲୋକଙ୍କୁ ଏକତ୍ର କରି ଆପଣା ନିକଟକୁ ଡାକିଲେ। ସେ ସେମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଭାବୁଛ ଯେ ଏହା ଏକ ଉତ୍ତମ ବିଷୟ ଓ ସଦାପ୍ରଭୁ ଯଦି ତାହା ହିଁ ଇଚ୍ଛା କରନ୍ତି, ତେବେ ଆସ, ଇସ୍ରାଏଲର ସମସ୍ତ ଅଞ୍ଚଳରେ ଥିବା ଆମ୍ଭମାନଙ୍କର ଭ୍ରାତାମାନଙ୍କ ନିକଟକୁ ଗୋଟିଏ ବାର୍ତ୍ତା ପ୍ରେରଣ କରିବା। ଆମ୍ଭମାନଙ୍କ ଭ୍ରାତାମାନଙ୍କ ସହିତ ସେମାନଙ୍କ ସହରରେ ଓ ସହର ନିକଟସ୍ଥ କ୍ଷେତ୍ରମାନଙ୍କରେ ବାସ କରୁଥିବା ଯାଜକ ଓ ଲେବୀୟମାନଙ୍କ ନିକଟକୁ ମଧ୍ୟ ବାର୍ତ୍ତା ପଠାଇବା। ଏହି ବାର୍ତ୍ତା ସେମାନଙ୍କୁ ଜଣାଉ ଯେ, ସେମାନେ ଆସି ଆମ୍ଭମାନଙ୍କ ସହିତ ଯୋଗ ଦିଅନ୍ତୁ।