Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 35:4 - ପବିତ୍ର ବାଇବଲ

4 ଲେବୀୟମାନେ ଯେଉଁ ଗ୍ଭରଣଭୂମି ଅଧିକାର କରିବେ ତାହା ନଗର ପ୍ରାଚୀରଠାରୁ 1,500 ଫୁଟ ଦୂରରେ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେ ଯେ ନଗର ଦେବ, ସେସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ।

Gade chapit la Kopi

ଓଡିଆ ବାଇବେଲ

4 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ସେହିସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ସେହିସବୁର ତଳିଭୂମି ନଗର-ପ୍ରାଚୀରଠାରୁ ବାହାରେ ଚତୁର୍ଦ୍ଦିଗରେ ଏକ ସହସ୍ର ହସ୍ତ ହେବ।

Gade chapit la Kopi




ଗଣନା ପୁସ୍ତକ 35:4
2 Referans Kwoze  

ଲେବୀୟମାନେ ଏହି ନଗରଗୁଡ଼ିକ ଅଧିକାର କରିବେ ଓ ସେଠାରେ ବାସ କରିବେ ଏବଂ ସେମାନଙ୍କର ପଶୁଗୁଡ଼ିକୁ ଗ୍ଭରଣଭୂମିରେ ଚରାଇବେ।


ଚତୁର୍ପାର୍ଶ୍ୱର ଖୋଲା ମାପ 3,000 ଫୁଟ ହେବ। ନଗରଟି ସେହି ଭୂମିର ମଝିରେ ରହିବ। ତାହା ନଗର ପାଇଁ ଗ୍ଭରଣଭୂମି ହେବ।


Swiv nou:

Piblisite


Piblisite