ଗଣନା ପୁସ୍ତକ 35:6 - ପବିତ୍ର ବାଇବଲ6 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁସବୁ ନଗର ଦେବ ତହିଁରୁ ଛଅଟି ଆଶ୍ରୟ ନଗର ହେବ। ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ତାହା ଛଡ଼ା ଆହୁରି ବୟାଳିଶ୍ଟି ନଗର ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)6 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେ ଯେ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ଛଡ଼ା ଆହୁରି ବୟାଳିଶ ନଗର ଦେବ। Gade chapit laଓଡିଆ ବାଇବେଲ6 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ତୁମ୍ଭେମାନେ ଲେବୀୟମାନଙ୍କୁ ଯେଉଁ ଯେଉଁ ନଗର ଦେବ, ତହିଁରୁ ଛଅଗୋଟି ଆଶ୍ରୟ ନଗର ହେବ, ନରହତ୍ୟାକାରୀ ସେଠାକୁ ପଳାଇବା ନିମନ୍ତେ ତୁମ୍ଭେମାନେ ତାହା ଦେବ; ଆଉ ତାହା ବ୍ୟତୀତ ଆହୁରି ବୟାଳିଶ ନଗର ଦେବ। Gade chapit la |
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତେବେଳେ ପରମେଶ୍ୱର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲାବେଳେ ମଧ୍ୟ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ୱରଙ୍କ ପାଖକୁ ଆସିଛନ୍ତି, ସେମାନଙ୍କୁ ଉକ୍ତ କଥା ସାନ୍ତ୍ୱନା ପ୍ରଦାନକରେ ଓ ପରମେଶ୍ୱରଙ୍କ ଭରସାରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।