Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 36:5 - ପବିତ୍ର ବାଇବଲ

5 ତହୁଁ ମୋଶା ସଦାପ୍ରଭୁଙ୍କ ବାକ୍ୟ ଅନୁସାରେ ଆଜ୍ଞା ଦେଇ କହିଲେ, “ଯୋଷେଫଙ୍କ ପରିବାରବର୍ଗର ଏହି ଲୋକମାନେ ଯଥାର୍ଥ କହୁଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଆଜ୍ଞା ଦେଇ କହିଲେ, ଯୋଷେଫ-ସନ୍ତାନଗଣର ବଂଶ ଯଥାର୍ଥ କହୁଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଇସ୍ରାଏଲକୁ ଆଜ୍ଞା ଦେଇ କହିଲେ, “ଯୋଷେଫ-ସନ୍ତାନଗଣଙ୍କର ବଂଶ ଯଥାର୍ଥ କହୁଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହିଁରେ ମୋଶା ସଦାପ୍ରଭୁଙ୍କ ବାକ୍ୟାନୁସାରେ ଇସ୍ରାଏଲକୁ ଆଜ୍ଞା ଦେଇ କହିଲେ, “ଯୋଷେଫ-ସନ୍ତାନଗଣଙ୍କର ବଂଶ ଯଥାର୍ଥ କହୁଅଛନ୍ତି।

Gade chapit la Kopi




ଗଣନା ପୁସ୍ତକ 36:5
4 Referans Kwoze  

“ସଲଫାଦର କନ୍ୟାଗଣ ଯଥାର୍ଥ ଅଛନ୍ତି। ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ ଅଧିକାର ଦେବ। ତେଣୁ ସେମାନଙ୍କୁ ତାହା ଦିଅ, ଯାହା ସେମାନଙ୍କର ପିତା ପାଇଥା’ନ୍ତେ।


“ତୁମ୍ଭେମାନେ ମୋତେ ଯେତେବେଳେ ଏପରି କହିଲ, ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କର ସେହି ବାକ୍ୟର କଥା ଶୁଣି ମୋତେ କହିଲେ, ‘ଏହି ଲୋକମାନେ ତୁମ୍ଭକୁ ଯାହା କହିଛନ୍ତି ଆମ୍ଭେ ସେହି କଥା ଶୁଣିଅଛୁ। ସେମାନେ ଯାହା କହିଛନ୍ତି ଭଲ କହିଛନ୍ତି।


ଯେତେବେଳେ ମହୋଲ୍ଲାସ-ଉତ୍ସବ ଇସ୍ରାଏଲ ଲୋକମାନଙ୍କ ଦ୍ୱାରା ପାଳନ କରାଯିବ, ସେମାନଙ୍କର ସମ୍ପତ୍ତି ଅଧିକାର ସେମାନେ ବିବାହ କରିଥିବା ପରିବାରକୁ ଗ୍ଭଲିଯିବ। ଏହି ପ୍ରକାରେ ସେମାନଙ୍କର ସମ୍ପତ୍ତିର ଅଧିକାର ଆମ୍ଭମାନଙ୍କ ପରିବାରରୁ ନିଆଯିବ।”


ସଦାପ୍ରଭୁ ସଲଫାଦରଙ୍କ କନ୍ୟାମାନଙ୍କ ସମ୍ବନ୍ଧରେ ଏହି ନିଷ୍ପତ୍ତି ଦେଇ, ତୁମ୍ଭେ ନିଜ ଇଚ୍ଛା ଅନୁସାରେ କେହି ଜଣଙ୍କୁ ବିବାହ କରିପାର, କିନ୍ତୁ ନିଜ ପିତୃ ପରିବାରବର୍ଗର କୌଣସି ବ୍ୟକ୍ତିଙ୍କୁ ବିବାହ କରିବା ଉଚିତ୍।


Swiv nou:

Piblisite


Piblisite