ଗଣନା ପୁସ୍ତକ 36:9 - ପବିତ୍ର ବାଇବଲ9 ଏକ ପରିବାରବର୍ଗରୁ ଅନ୍ୟ ପରିବାରବର୍ଗକୁ ଅଧିକାର ଯିବା ଉଚିତ୍ ନାହିଁ। ଇସ୍ରାଏଲର ପ୍ରତ୍ୟେକ ପରିବାରବର୍ଗ ସେମାନଙ୍କ ଅଧିକାର ମଧ୍ୟରେ ରହିବେ।” Gade chapit laପବିତ୍ର ବାଇବଲ (Re-edited) - (BSI)9 ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ। Gade chapit laଓଡିଆ ବାଇବେଲ9 ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହିଁରେ ଏକ ବଂଶରୁ ଅନ୍ୟ ବଂଶକୁ ଅଧିକାର ଯିବ ନାହିଁ; ମାତ୍ର ଇସ୍ରାଏଲ-ସନ୍ତାନଗଣଙ୍କର ବଂଶସମୂହ ପ୍ରତ୍ୟେକେ ଆପଣା ଆପଣା ପୈତୃକ ଅଧିକାର ମଧ୍ୟରେ ରହିବେ।” Gade chapit la |
ମୋର ପ୍ରଭୁ, ମହାରାଜ, ମୁଁ ତୁମ୍ଭର ସେବକ ମୋ’ କଥା ଶୁଣ, ଯଦି ସଦାପ୍ରଭୁ ମୋ’ ଉପରେ କ୍ରୋଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତାହାହେଲେ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନୁଷ୍ୟ ସନ୍ତାନମାନେ ତାହା କରିଥା’ନ୍ତି, ତେବେ ସେମାନେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତୁ। କାରଣ ସେମାନେ ମୋତେ ସେହି ଦେଶରୁ ବାହାର କରି ଦେଇଛନ୍ତି। ଯେଉଁଟାକି ମୋତେ ଦେଲେ ଏବଂ କହିଲେ, ‘ଯାଅ ଅନ୍ୟ ଦେବଗଣଙ୍କର ପୂଜା କର।’