Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:10 - ପବିତ୍ର ବାଇବଲ

10 ପୁଣି ସେମାନେ ତାକୁ ଓ ତହିଁର ସମସ୍ତ ସରଞ୍ଜାମ ଏକ ଶିଶୁକଚର୍ମର ମଧ୍ୟରେ ରଖିବେ ଏବଂ ତାହାକୁ ଗୋଟିଏ ଖୁଣ୍ଟରେ ରଖିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକ ଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ।

Gade chapit la Kopi




ଗଣନା ପୁସ୍ତକ 4:10
6 Referans Kwoze  

“ତା'ପରେ ସେମାନେ ସେବାର୍ଥକ ସମସ୍ତ ପବିତ୍ର ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ଗୁଡ଼ାଇ ରଖିବେ। ସେମାନେ ତାହାକୁ ଶିଶୁକଚର୍ମର ଆଚ୍ଛାଦନ କରିବେ ଏବଂ ତା'ପରେ ତାହାକୁ ଗୋଟିଏ ଖୁଣ୍ଟରେ ରଖିବେ।


ସେମାନେ ପୁନର୍ବାର ତାହାକୁ ଶିଶୁକଚର୍ମର ଆଚ୍ଛାଦନ କରିବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ଣ ଏକ ବସ୍ତ୍ର ଦେବେ, ତା'ପରେ ସେମାନେ ପବିତ୍ର ସିନ୍ଦୁକ ବହନ କରିବାର ସାଙ୍ଗୀ ଲଗାଇବେ।


ରକ୍ତୀକୃତ ମେଷଚର୍ମ, ଶିଶୁକଚର୍ମ ଓ ଶିଟୀମ୍ କାଷ୍ଠ।


“ଏହା ପରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୋକର ଦ୍ୱୀପରୁଖା, ତାହାର ପ୍ରଦୀପ, ତାହାର ଅଙ୍ଗାରଧାନୀ ଏବଂ ସମସ୍ତ ତୈଳପାତ୍ରକୁ ଆଚ୍ଛାଦନ କରିବା ଉଚିତ୍।


“ପୁଣି ସେମାନେ ସ୍ୱର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢାଙ୍କିବେ ଏବଂ କଡ଼ା ମଧ୍ୟରେ ସାଙ୍ଗୀ ପୁରାଇବେ।


“ଏହା ପରେ ତୁମ୍ଭେମାନେ ଏକ ଦୀପ ବୃକ୍ଷ ତିଆରି କରିବ। ଏହା ନିର୍ମଳ ସୁବର୍ଣ୍ଣରେ ପିଟା କର୍ମରେ ଏହାର ଗଣ୍ଡି ଓ ଶାଖା ନିର୍ମାଣ କର। ଆଉ ଗୋଲାଧାର ଓ କଳିକା ଓ ପୁଷ୍ପ ତହିଁରେ ସଂଲଗ୍ନ ରହିବ।


Swiv nou:

Piblisite


Piblisite