Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:2 - ପବିତ୍ର ବାଇବଲ

2 “ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ପୁରୁଷମାନଙ୍କୁ ଗଣନା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ- ସନ୍ତାନଗଣମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ

Gade chapit la Kopi

ଓଡିଆ ବାଇବେଲ

2 “ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ-ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ-ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ,

Gade chapit la Kopi




ଗଣନା ପୁସ୍ତକ 4:2
4 Referans Kwoze  

ପୁଣି କହା‌‌ତ୍‌ଠାରୁ ଅମ୍ରମୀୟ ବଂଶ ଯି‌ଷ୍‌ହରିୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀୟ ବଂଶ ହେଲେ।


ପୁଣି ଆପଣା ବଂଶ ଅନୁସାରେ କହାତର ପରିବାରବର୍ଗର ନାମ ଅମ୍ରମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।


ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,


ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ, ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ଯୋଗ୍ୟ ସେମାନଙ୍କୁ ଗଣନା କର।


Swiv nou:

Piblisite


Piblisite