Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:28 - ପବିତ୍ର ବାଇବଲ

28 ସମାଗମ-ତମ୍ବୁରେ ଗେର୍ଶୋନୀୟ ପରିବାରବର୍ଗଙ୍କୁ ଏହି ସେବା ଦିଆଯାଏ। ଈଥାମର ଯାଜକ ହାରୋଣଙ୍କ ପୁତ୍ର ସେମାନଙ୍କ ଉପରେ ପର୍ଯ୍ୟବେକ୍ଷଣ କରିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ସମାଗମ-ତମ୍ଵୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।

Gade chapit la Kopi

ଓଡିଆ ବାଇବେଲ

28 ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ସମାଗମ-ତମ୍ବୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି, ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ।

Gade chapit la Kopi




ଗଣନା ପୁସ୍ତକ 4:28
6 Referans Kwoze  

ସମାଗମ-ତମ୍ବୁରେ ମରାରି ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ବନ୍ଧୀୟ ଏହି କାର୍ଯ୍ୟ; ଏସବୁ ହାରୋଣ ଯାଜକର ପୁତ୍ର ଈଥାମରର ଦେଖା ରେଖା କରିବାର ଦାୟିତ୍ୱ ହେବ।”


ହାରୋଣ ଓ ତାଙ୍କର ପୁତ୍ରଗଣଙ୍କ ନିର୍ଦ୍ଦେଶ ଅନୁସାରେ ଗେର୍ଶୋନର ଲୋକମାନେ ନିଜ ନିଜର କାର୍ଯ୍ୟ ଓ ସେବା ସମ୍ବନ୍ଧୀୟ ସମସ୍ତ କର୍ମ କରିବା ଉଚିତ୍। ତୁମ୍ଭେ ସେମାନଙ୍କୁ, ଯାହାସବୁ ଦାୟୀତ୍ୱ ବହନ କରନ୍ତି ସେହି କାର୍ଯ୍ୟ ଭାର ଦେବା ଉଚିତ୍।


“ତୁମ୍ଭେ ମରାରି ସନ୍ତାନଗଣର ପରିବାରବର୍ଗ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।


ମୋଶା ଲେବୀୟ ଲୋକମାନଙ୍କୁ ଆଜ୍ଞା ଦେଲେ, ପବିତ୍ର ତମ୍ବୁରେ ବ୍ୟବହାର ହେଉଥିବା ବସ୍ତୁମାନଙ୍କର ଗଣନା କରିବା ପାଇଁ ଏବଂ ଏହାର ଦାୟିତ୍ୱ ନେଇଥିଲେ ଯାଜକ ହାରୋଣର ପୁତ୍ର ଇଥାମ।


ଗେର୍ଶୋନୀୟ ସନ୍ତାନଗଣକୁ ସେମାନଙ୍କ ସେବା ଅନୁସାରେ ସେ ଦୁଇ ଶଗଡ଼ ଓ ଗ୍ଭରି ଗୋରୁ ଦେଲେ।


Swiv nou:

Piblisite


Piblisite