Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:29 - ପବିତ୍ର ବାଇବଲ

29 “ତୁମ୍ଭେ ମରାରି ସନ୍ତାନଗଣର ପରିବାରବର୍ଗ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।

Gade chapit la Kopi

ଓଡିଆ ବାଇବେଲ

29 ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ।

Gade chapit la Kopi




ଗଣନା ପୁସ୍ତକ 4:29
5 Referans Kwoze  

ସମାଗମ-ତମ୍ବୁରେ ଗେର୍ଶୋନୀୟ ପରିବାରବର୍ଗଙ୍କୁ ଏହି ସେବା ଦିଆଯାଏ। ଈଥାମର ଯାଜକ ହାରୋଣଙ୍କ ପୁତ୍ର ସେମାନଙ୍କ ଉପରେ ପର୍ଯ୍ୟବେକ୍ଷଣ କରିବେ।”


ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ପର୍ଯ୍ୟନ୍ତ ବୟସ୍କ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରି ପାରିବେ, ସେମାନଙ୍କୁ ଗଣନା କରିବ।


ସେମାନେ ମଧ୍ୟ ସ୍ତମ୍ଭ, ଭିତ୍ତିମୂଳ, ଖିଲ ଏବଂ ରଜ୍ଜୁ ଯାହା ପ୍ରାଙ୍ଗଣରେ ବ୍ୟବହାର ହୁଏ ଏହି ସମସ୍ତର ଦାୟିତ୍ୱ ନେବେ।


ହାରୋଣ ଯାଜକର ପୁତ୍ର ସେମାନଙ୍କର କାର୍ଯ୍ୟ ଅନୁସାରେ, ମରାରି ସନ୍ତାନଗଣକୁ ସେମାନଙ୍କ ସେବା ଅନୁସାରେ ସେ ଗ୍ଭରି ଶଗଡ଼ ଓ ଆଠଟି ଗାଈ ଦେଲେ।


Swiv nou:

Piblisite


Piblisite