Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:31 - ପବିତ୍ର ବାଇବଲ

31 ଏହି ଦାୟିତ୍ୱ ସେମାନେ ବହନ କରି ପାରିବେ, ସେମାନେ ସମାଗମ-ତମ୍ବୁର କାଠପଟାସବୁ, ଅର୍ଗଳ ସ୍ତମ୍ଭ ଓ ଚୁଙ୍ଗିସକଳ ବହନ କରିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ପୁଣି ସମାଗମ-ତମ୍ଵୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ଵନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା ଓ ତହିଁର ଅର୍ଗଳ ଓ ସ୍ତମ୍ଭ ଓ ଚୁଙ୍ଗୀସକଳ,

Gade chapit la Kopi

ଓଡିଆ ବାଇବେଲ

31 ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ପୁଣି, ସମାଗମ-ତମ୍ବୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ବନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା, ତହିଁର ଅର୍ଗଳ, ସ୍ତମ୍ଭ ଓ ଚୁଙ୍ଗୀସକଳ,

Gade chapit la Kopi




ଗଣନା ପୁସ୍ତକ 4:31
5 Referans Kwoze  

“ପବିତ୍ର ତମ୍ବୁର ତକ୍ତା ଶିଟୀମ୍ କାଠରେ ତିଆରି ହେବା ଉଚିତ୍।


ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ପର୍ଯ୍ୟନ୍ତ ବୟସ୍କ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରି ପାରିବେ, ସେମାନଙ୍କୁ ଗଣନା କରିବ।


ସେମାନେ ପ୍ରାଙ୍ଗଣର ବାଡର ଖମ୍ବକୁ, ସେଗୁଡ଼ିକର ଭିତ୍ତିକୁ, ସେଗୁଡ଼ିକର ଖିଲକୁ, ସେଗୁଡ଼ିକର ରଜ୍ଜକୁ, ତାହା ସହିତ ସଂଯୁକ୍ତ ସମସ୍ତ ବସ୍ତୁକୁ ବହନ କରିବା ଉଚିତ୍। ତୁମ୍ଭେ ପ୍ରତ୍ୟେକ ବ୍ୟକ୍ତିକୁ ନିର୍ଦ୍ଧିଷ୍ଟ କାର୍ଯ୍ୟଭାର ବହନ କରିବାକୁ ଦେବା ଉଚିତ୍।


Swiv nou:

Piblisite


Piblisite