Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:35 - ପବିତ୍ର ବାଇବଲ

35 ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶେଣ୍ରୀଭୁକ୍ତ ହେବେ, ସେମାନଙ୍କୁ ଗଣନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ।

Gade chapit la Kopi

ଓଡିଆ ବାଇବେଲ

35 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ।

Gade chapit la Kopi




ଗଣନା ପୁସ୍ତକ 4:35
15 Referans Kwoze  

ଏହିମାନେ ଲେବୀଙ୍କ ଗୋଷ୍ଠୀର ଥିଲେ। ସେମାନେ ସେମାନଙ୍କର ପରିବାର ଦ୍ୱାରା ତାଲିକାଭୁକ୍ତ ହୋଇଥିଲେ। ସେମାନେ ପରିବାରର ମୁଖ୍ୟ ଥିଲେ। ପ୍ରତ୍ୟେକ ଲୋକର ନାମ ତାଲିକାଭୁକ୍ତ କରାଗଲା। ଯେଉଁ ଲୋକମାନଙ୍କର ନାମ ତାଲିକାଭୁକ୍ତ କରାଗଲା, ସେମାନେ କୋଡ଼ିଏ ବର୍ଷ ବା ତତୁର୍ଦ୍ଧ୍ୱ ବୟସର ଥିଲେ। ସେମାନେ ସଦାପ୍ରଭୁଙ୍କ ମନ୍ଦିରରେ ସେବାକାର୍ଯ୍ୟ କଲେ।


ଯେଉଁମାନେ ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ମଧ୍ୟରେ ଓ ସମାଗମ-ତମ୍ବୁରେ ସେବା କରି ପାରିବେ, ସେମାନଙ୍କୁ ଗଣନା କର।


କିନ୍ତୁ ଜଣେ ଅଧ୍ୟକ୍ଷ ନୂତନ ଶିଷ୍ୟ ହୋଇ ନ ଥିବେ। ନୂତନ ବିଶ୍ୱାସୀଙ୍କୁ ଅଧ୍ୟକ୍ଷ କରାଗଲେ, ତାହା ତାହାଙ୍କୁ ଅତିଶୟ ଗର୍ବୀ କରିପାରେ। ଏଭଳି ପରିସ୍ଥିତିରେ ତା'ର ଗର୍ବ ଲାଗି ସେ ଶୟତାନ ଭଳି ଦୋଷୀ ହୋଇ ଦଣ୍ଡିତ ହେବ।


ଯୀଶୁ ଉପଦେଶ ପ୍ରଦାନ କାର୍ଯ୍ୟ ଆରମ୍ଭ କରିବା ବେଳକୁ ତାହାଙ୍କୁ ପ୍ରାୟ ତିରିଶ୍ ବର୍ଷ ବୟସ ହୋଇଥିଲା। ଲୋକଙ୍କ ଧାରଣା ଅନୁସାରେ ଯୀଶୁ ଯୋଷେଫଙ୍କ ପୁତ୍ର। ଯୋଷେଫ ଏଲୀଙ୍କ ପୁତ୍ର ଥିଲେ।


ଦାଉଦ ଶଲୋମନଙ୍କୁ ଯାଜକ ଓ ଲେବୀୟମାନଙ୍କ ଦଳ ବିଷୟରେ କହିଲେ। ଦାଉଦ ଶଲୋମନଙ୍କୁ ସଦାପ୍ରଭୁଙ୍କ ମନ୍ଦିରର ସେବାକାର୍ଯ୍ୟ ବିଷୟକ ସମସ୍ତ କାର୍ଯ୍ୟ ଓ ମନ୍ଦିର ସେବାରେ ବ୍ୟବହୃତ ସକଳ ସାମଗ୍ରୀ ବିଷୟରେ କହିଲେ।


ଯେଉଁ ଲେବୀୟମାନେ 30 ବର୍ଷ ବୟସ୍କ ଓ ତତୁର୍ଦ୍ଧ୍ୱ ଥିଲେ, ଦାଉଦ ସେମାନଙ୍କୁ ଗଣନା କଲେ। ସମୁଦାୟ 38,000 ଲେବୀୟ ହେଲେ।


ତିରିଶ୍ ବର୍ଷ ବୟସ୍କଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକାର୍ଯ୍ୟରେ ଓ ଭାର ବହିବା କର୍ମରେ ନିଯୁକ୍ତି ହେଲେ, ସେମାନେ ସମସ୍ତେ ଗଣା ଗଲେ।


ତିରିଶ୍ ବର୍ଷ ବୟସ୍କଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶେଣ୍ରୀଭୁକ୍ତ ହେଲେ, ସେମାନେ ଗଣ୍ୟ ହେଲେ।


ତିରିଶ୍ ବର୍ଷ ବୟସ୍କଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶେଣ୍ରୀଭୁକ୍ତ ହେଲେ ସେମାନଙ୍କୁ ଗଣା ଗଲା।


ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ପର୍ଯ୍ୟନ୍ତ ବୟସ୍କ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରି ପାରିବେ, ସେମାନଙ୍କୁ ଗଣନା କରିବ।


ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ, ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ଯୋଗ୍ୟ ସେମାନଙ୍କୁ ଗଣନା କର।


ଅନନ୍ତର ମୋଶା, ହାରୋଣ ଓ ଇସ୍ରାଏଲର ନେତାଗଣ କହାତୀୟ ଲୋକମାନଙ୍କୁ ସେମାନଙ୍କର ପରିବାର ଓ ପିତୃଗୃହ ଅନୁସାରେ ଗଣନା କଲେ,


ଏହି କର୍ମପାଇଁ ଯୋଗ୍ୟ କହାତୀୟ ବଂଶର ଲୋକମାନଙ୍କ ସଂଖ୍ୟା 2,750 ହେଲା।


Swiv nou:

Piblisite


Piblisite