Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:36 - ପବିତ୍ର ବାଇବଲ

36 ଏହି କର୍ମପାଇଁ ଯୋଗ୍ୟ କହାତୀୟ ବଂଶର ଲୋକମାନଙ୍କ ସଂଖ୍ୟା 2,750 ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ତହିଁରେ ସେମାନଙ୍କ ବଂଶାନୁସାରେ ଗଣିତ ଲୋକ ଦୁଇ ହଜାର ସାତ ଶହ ପଚାଶ ଜଣ ହେଲେ;

Gade chapit la Kopi

ଓଡିଆ ବାଇବେଲ

36 ତହିଁରେ ସେମାନଙ୍କ ବଂଶାନୁସାରେ ଗଣିତ ଲୋକ ଦୁଇ ହଜାର ସାତ ଶହ ପଚାଶ ଜଣ ହେଲେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ତହିଁରେ ସେମାନଙ୍କ ବଂଶାନୁସାରେ ଗଣିତ ଲୋକ ଦୁଇ ହଜାର ସାତ ଶହ ପଚାଶ ଜଣ ହେଲେ;

Gade chapit la Kopi




ଗଣନା ପୁସ୍ତକ 4:36
2 Referans Kwoze  

ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ କର୍ମ କରିବା ନିମନ୍ତେ ସେବକ ଶେଣ୍ରୀଭୁକ୍ତ ହେବେ, ସେମାନଙ୍କୁ ଗଣନା କଲେ।


ଏହିମାନେ କହାତୀୟ ବଂଶର ଲୋକ ଯେଉଁମାନେ ସମାଗମ-ତମ୍ବୁରେ ସେବାକାର୍ଯ୍ୟରେ ନିଯୁକ୍ତି ହେଲେ, ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ଓ ହାରୋଣ ସେମାନଙ୍କୁ ଗଣନା କଲେ।


Swiv nou:

Piblisite


Piblisite