Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:46 - ପବିତ୍ର ବାଇବଲ

46 ତେଣୁ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଲେବୀୟମାନଙ୍କୁ ସେମାନଙ୍କର ପରିବାରବର୍ଗ ଓ ପିତୃଗୃହ ଅନୁସାରେ ଗଣନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

46 ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଦ୍ଵାରା ଯେଉଁ ଲେବୀୟ ଲୋକମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣିତ ହେଲେ,

Gade chapit la Kopi

ଓଡିଆ ବାଇବେଲ

46 ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଦ୍ୱାରା ଯେଉଁ ଲେବୀୟ ଲୋକମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣିତ ହେଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

46 ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଦ୍ୱାରା ଯେଉଁ ଲେବୀୟ ଲୋକମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣିତ ହେଲେ,

Gade chapit la Kopi




ଗଣନା ପୁସ୍ତକ 4:46
4 Referans Kwoze  

ଏମାନେ ମରାରି ସନ୍ତାନଗଣର ବଂଶରେ ଗଣ୍ୟ ହୋଇଥିବା ଲୋକ, ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ।


ତିରିଶ୍ ବର୍ଷ ବୟସ୍କଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକାର୍ଯ୍ୟରେ ଓ ଭାର ବହିବା କର୍ମରେ ନିଯୁକ୍ତି ହେଲେ, ସେମାନେ ସମସ୍ତେ ଗଣା ଗଲେ।


ଯେଉଁ ଲେବୀୟମାନେ 30 ବର୍ଷ ବୟସ୍କ ଓ ତତୁର୍ଦ୍ଧ୍ୱ ଥିଲେ, ଦାଉଦ ସେମାନଙ୍କୁ ଗଣନା କଲେ। ସମୁଦାୟ 38,000 ଲେବୀୟ ହେଲେ।


ଯାଜକମାନଙ୍କୁ ସେମାନଙ୍କର ସଂଗୃହୀତ ବସ୍ତୁର ଅଂଶ ଦିଆଯାଉ ଥିଲା। ଏହିସବୁ ବିଭିନ୍ନ ବଂଶରୁ, ଯେଉଁ ଅନୁଯାୟୀ ବଂଶ ଇତିହାସରେ ତାଲିକାଭୁକ୍ତ ହୋଇଛନ୍ତି, ତହିଁନୁଯାୟୀ କରାଯାଉଥିଲା। କୋଡ଼ିଏ ବୟସ୍କ ଓ ତତୁର୍ଦ୍ଧ୍ୱ ବୟସର ଲେବୀୟମାନେ ସେମାନଙ୍କର ସଂଗୃହୀତ ଅଂଶ ପାଉଥିଲେ। ଏହା ସେମାନଙ୍କର ଦାୟିତ୍ୱ ଓ ସେମାନଙ୍କର ଦଳନୁଯାୟୀ ନିରୂପଣ କରାଯାଉଥିଲା।


Swiv nou:

Piblisite


Piblisite