Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 4:47 - ପବିତ୍ର ବାଇବଲ

47 ତିରିଶ୍ ବର୍ଷ ବୟସ୍କଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକାର୍ଯ୍ୟରେ ଓ ଭାର ବହିବା କର୍ମରେ ନିଯୁକ୍ତି ହେଲେ, ସେମାନେ ସମସ୍ତେ ଗଣା ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

47 ଅର୍ଥାତ୍ ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,

Gade chapit la Kopi

ଓଡିଆ ବାଇବେଲ

47 ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

47 ଅର୍ଥାତ୍‍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ବୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,

Gade chapit la Kopi




ଗଣନା ପୁସ୍ତକ 4:47
11 Referans Kwoze  

ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ବୟସ୍କ ପର୍ଯ୍ୟନ୍ତ, ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରିବାକୁ ଯୋଗ୍ୟ ସେମାନଙ୍କୁ ଗଣନା କର।


ଇସ୍ରାଏଲୀୟମାନଙ୍କୁ ଦାଉଦଙ୍କର ଶେଷ ଆଦେଶ ଥିଲା ଲେବୀୟ ଗୋଷ୍ଠୀର ବଂଶଧରମାନଙ୍କୁ ଗଣିବାକୁ କହିବା। ଯେଉଁ ଲେବୀୟ ବ୍ୟକ୍ତି 20 ବର୍ଷ ବା ତତୁର୍ଦ୍ଧ୍ୱ ବୟସର ଥିଲେ, ସେମାନେ ସେମାନଙ୍କୁ ଗଣନା କଲେ।


ଯେଉଁ ଲେବୀୟମାନେ 30 ବର୍ଷ ବୟସ୍କ ଓ ତତୁର୍ଦ୍ଧ୍ୱ ଥିଲେ, ଦାଉଦ ସେମାନଙ୍କୁ ଗଣନା କଲେ। ସମୁଦାୟ 38,000 ଲେବୀୟ ହେଲେ।


ଏହିମାନେ କହାତୀୟ ବଂଶର ଲୋକ ଯେଉଁମାନେ ସମାଗମ-ତମ୍ବୁରେ ସେବାକାର୍ଯ୍ୟରେ ନିଯୁକ୍ତି ହେଲେ, ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ଓ ହାରୋଣ ସେମାନଙ୍କୁ ଗଣନା କଲେ।


ତିରିଶ୍ ବର୍ଷଠାରୁ ପଗ୍ଭଶ୍ ବର୍ଷ ପର୍ଯ୍ୟନ୍ତ ବୟସ୍କ ଯେଉଁମାନେ ସମାଗମ-ତମ୍ବୁରେ କାର୍ଯ୍ୟ କରି ପାରିବେ, ସେମାନଙ୍କୁ ଗଣନା କରିବ।


“ଏହିରୂପେ ଯେତେବେଳେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ୟ ଢାଙ୍କି ଦେବେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସେମାନେ ନିଶ୍ଚୟ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ, ନ ହେଲେ ସମାନେ ମୃତ୍ୟୁବରଣ କରିବେ। ପବିତ୍ର ତମ୍ବୁରେ ଏହା ହିଁ କହାତ ପୁତ୍ରଗଣର କର୍ତ୍ତବ୍ୟ ହେବ।


ତେଣୁ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଲେବୀୟମାନଙ୍କୁ ସେମାନଙ୍କର ପରିବାରବର୍ଗ ଓ ପିତୃଗୃହ ଅନୁସାରେ ଗଣନା କଲେ।


ସେମାନଙ୍କ ସଂଖ୍ୟା 8,580 ହେଲା।


Swiv nou:

Piblisite


Piblisite