ଗଣନା ପୁସ୍ତକ 4:49 - ପବିତ୍ର ବାଇବଲ49 ମୋଶାଙ୍କୁ ସଦାପ୍ରଭୁ ଯେଉଁ ଅନୁସାରେ ଆଜ୍ଞା ଦେଇଥିଲେ, ସେହିପରି ଭାବରେ ସେ ସେମାନଙ୍କର ସେବା ଓ ଭାର ବହିବା ଅର୍ଥ ଅନୁସାରେ ଗଣ୍ୟ ହେଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶାଙ୍କ ଦ୍ୱାରା ଏହା କରାଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)49 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ଵାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ଵାରା ସେମାନେ ଗଣିତ ହେଲେ। Gade chapit laଓଡିଆ ବାଇବେଲ49 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT49 ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ୱାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ୱାରା ସେମାନେ ଗଣିତ ହେଲେ। Gade chapit la |
“ଏହିରୂପେ ଯେତେବେଳେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ୟ ଢାଙ୍କି ଦେବେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସେମାନେ ନିଶ୍ଚୟ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ, ନ ହେଲେ ସମାନେ ମୃତ୍ୟୁବରଣ କରିବେ। ପବିତ୍ର ତମ୍ବୁରେ ଏହା ହିଁ କହାତ ପୁତ୍ରଗଣର କର୍ତ୍ତବ୍ୟ ହେବ।