ଗଣନା ପୁସ୍ତକ 5:10 - ପବିତ୍ର ବାଇବଲ10 ପ୍ରତ୍ୟେକ ମନୁଷ୍ୟର ଅଧିକାରରେ ଥିବା ସବୁକିଛି ତା'ର ନିଜର ହୋଇ ରହିଥାଏ, ଯେପର୍ଯ୍ୟନ୍ତ ସେ ତାହା ଅର୍ପଣ କରି ନାହିଁ। ଯାହା ଜଣେ ମନୁଷ୍ୟ ଯାଜକଙ୍କୁ ଦିଅନ୍ତି ତାହା ଯାଜକର ହେବ।” Gade chapit laପବିତ୍ର ବାଇବଲ (Re-edited) - (BSI)10 ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗୀତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ। Gade chapit laଓଡିଆ ବାଇବେଲ10 ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗୀତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପ୍ରତ୍ୟେକ ମନୁଷ୍ୟର ଉତ୍ସର୍ଗିତ ପବିତ୍ର ବସ୍ତୁ ତାହାର ହେବ; ମନୁଷ୍ୟ ଯେକୌଣସି ବସ୍ତୁ ଯାଜକକୁ ଦିଏ, ତାହା ତାହାର ହେବ।” Gade chapit la |