Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:14 - ପବିତ୍ର ବାଇବଲ

14 ଆଉ ଯେବେ ତା'ର ସ୍ୱାମୀ ସନ୍ଦେହ କରେ, ଯେତେବେଳେ ସେ ନିଜକୁ କଳୁଷିତ କରିଥାଏ, ସେ ତାକୁ ସନ୍ଦେହ କରେ ଯେତେବେଳେ ସେ କଳୁଷିତ କର୍ମ କରି ନ ଥାଏ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆଉ ଯେବେ ସ୍ଵାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ଵଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯେବେ ସ୍ଵାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ଵଳେ;

Gade chapit la Kopi

ଓଡିଆ ବାଇବେଲ

14 ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆଉ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୁଏ ଓ ଭାର୍ଯ୍ୟା ଅଶୁଚି ହେବାରୁ ତାହା ପ୍ରତି ଈର୍ଷାରେ ଜ୍ୱଳେ; ଅବା ଭାର୍ଯ୍ୟା ଅଶୁଚି ନୋହିଲେ ହେଁ ଯଦି ସ୍ୱାମୀ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ତାହା ପ୍ରତି ଈର୍ଷାରେ ଜ୍ୱଳେ;

Gade chapit la Kopi




ଗଣନା ପୁସ୍ତକ 5:14
5 Referans Kwoze  

ତୁମ୍ଭେ ମୋତେ ମୋହର ତୁଲ୍ୟ ଆପଣା ହୃଦୟରେ, ବାହୁଟି ତୁଲ୍ୟ ଆପଣା ବାହୁରେ ଧାରଣ କର। କାରଣ ପ୍ରେମ ମୃତ୍ୟୁ ପରି ଶକ୍ତିଶାଳୀ ଅଟେ। ହୃଦୟର ଦହନ କବର ପରି ଦୃଢ଼ ଅଟେ। ଏହାର ଶିଖା ଏକ ଜଳନ୍ତା ନିଆଁ ପରି ଏବଂ ଏହା ଏକ ବିରାଟ ନିଆଁରେ ପରିଣତ ହୋଇପାରେ।


ସେହି ସ୍ତ୍ରୀର ସ୍ୱାମୀ ନିତାନ୍ତ ଈର୍ଷାପରାୟଣ ହେବ। ତା'ର ସ୍ୱାମୀ ନିତାନ୍ତ କ୍ରୋଧତ ହେବ। ପ୍ରତିହିଂସା କରିବା ବେଳେ ସେ କିଛି ମାନିବ ନାହିଁ।


ଆମ୍ଭେ କ’ଣ ପ୍ରଭୁଙ୍କୁ ବିରକ୍ତ କରିବାକୁ ଇଚ୍ଛା କରୁ? ଆମ୍ଭେ କ’ଣ ତାହାଙ୍କଠାରୁ ଅଧିକ ବଳବାନ? ନା!


ସଦାପ୍ରଭୁ କହିଲେ, “ଆମ୍ଭେ ଲୁଟିବା ପାଇଁ ଉଠିବା ଦିନ ପର୍ଯ୍ୟନ୍ତ ତୁମ୍ଭେମାନେ ଆମ୍ଭର ଅପେକ୍ଷାରେ ଥାଅ, ଆମ୍ଭେ ଜାତି ସମୂହ ଓ ରାଜ୍ୟଗଣକୁ ଏକତ୍ରିତ କରିବା। ଆମ୍ଭେ ଆପଣା କ୍ରୋଧ ସେମାନଙ୍କ ଉପରେ ଢାଳି ଦେବା। ଆମ୍ଭେ ଆପଣା ପ୍ରଚଣ୍ତ କ୍ରୋଧ ଦେଖାଇବା। ଆମ୍ଭର କ୍ରୋଧରେ ସମଗ୍ର ପୃଥିବୀ ଧ୍ୱଂସ ହେବ।


ଯଦି ଜଣେ ମନୁଷ୍ୟ ଏହି ବିଷୟରେ ତା'ର ସ୍ତ୍ରୀକୁ ସନ୍ଦେହ କରେ, ସେ ସେହି ସ୍ତ୍ରୀ କି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ।


Swiv nou:

Piblisite


Piblisite