Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 5:26 - ପବିତ୍ର ବାଇବଲ

26 ତହୁଁ ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ମୁଠାଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦ‌ଗ୍‌ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ତହୁଁ ଯାଜକ ସେହି ଭକ୍ଷ୍ୟ-ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକି ସେହି ଜଳ ପାନ କରାଇବ।

Gade chapit la Kopi

ଓଡିଆ ବାଇବେଲ

26 ତହୁଁ ଯାଜକ ସେହି ଭକ୍ଷ୍ୟ-ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ତହୁଁ ଯାଜକ ସେହି ଭକ୍ଷ୍ୟ ନୈବେଦ୍ୟରୁ ମୁଠିଏ ତହିଁର ସ୍ମରଣାର୍ଥକ ଅଂଶ ରୂପେ ନେଇ ବେଦି ଉପରେ ଦଗ୍ଧ କରିବ ଓ ତହିଁ ଉତ୍ତାରେ ସେହି ସ୍ତ୍ରୀକୁ ସେହି ଜଳ ପାନ କରାଇବ।

Gade chapit la Kopi




ଗଣନା ପୁସ୍ତକ 5:26
5 Referans Kwoze  

ପୁଣି ତାକୁ ହାରୋଣର ଯାଜକ ପୁତ୍ରମାନଙ୍କ ନିକଟକୁ ଆଣିବ। ଯାଜକ ସେଥିରୁ ମୁଠିଏ ସରୁ ମଇଦା, କିଛି ତୈଳ ଓ ସମସ୍ତ କର୍ପୂର ନେବ। ତା'ପରେ ଯାଜକ ଏହି ସ୍ମାରକ ଅଂଶ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କରିବ। ତାହା ସଦାପ୍ରଭୁଙ୍କ ପାଇଁ ସୁଗନ୍ଧିତ ନୈବେଦ୍ୟ ଅଟେ।


ସେ ଯାଜକ ନିକଟକୁ ତାହା ଆଣିବ ଓ ଯାଜକ ସେଥିରୁ ସ୍ମରଣାର୍ଥକ ନୈବେଦ୍ୟ ରୂପେ ମୁଠାଏ ନେଇ ଯଜ୍ଞବେଦିରେ ସଦାପ୍ରଭୁଙ୍କ ଅଗ୍ନିକୃତ ନୈବେଦ୍ୟ ଉପରେ ଦ‌‌‌‌ଗ୍‌‌‌‌ଧ କରିବ। ପାପରୁ ମୁକ୍ତ ହେବା ପାଇଁ ଏହା ପାପାର୍ଥକ ବଳି।


ପୁଣି ଯାଜକ ସେହି ଭଜା ଶସ୍ୟରୁ କିଛି ଅଂଶ ନେବା ଉଚିତ୍ ଓ ଯଜ୍ଞବେଦି ଉପରେ ଏହି ସ୍ମରଣାର୍ଥକ ଅଂଶ ଦ‌‌‌‌ଗ୍‌‌‌‌ଧ କରିବା ଉଚିତ୍। ତାହା ସଦାପ୍ରଭୁଙ୍କ ପାଇଁ ସୁବାସିତ ନୈବେଦ୍ୟ ଅଟେ।


ଯାଜକ ସେହି ଶସ୍ୟ ନୈବେଦ୍ୟରୁ ମୁଠାଏ ସରୁ ମଇଦା, କିଛି ତୈଳ ଓ ନୈବେଦ୍ୟ ଉପରିସ୍ଥ ସମସ୍ତ ଲୋବାନ ନେଇ ଯଜ୍ଞବେଦିରେ ଦ‌‌‌‌ଗ୍‌‌‌‌ଧ କରିବ। ଏହା ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସ୍ମରଣାର୍ଥକ ନୈବେଦ୍ୟ ହେବ।


“ଆଉ ଯାଜକ ସେହି ସ୍ତ୍ରୀର ହସ୍ତରୁ ସେହି ଈର୍ଷାର ଭକ୍ଷ୍ୟ ନୈବେଦ୍ୟ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଉଠାଇବ, ଏବଂ ବେଦି ଉପରକୁ ଆଣିବ।


Swiv nou:

Piblisite


Piblisite