ଗଣନା ପୁସ୍ତକ 5:30 - ପବିତ୍ର ବାଇବଲ30 ଯଦି ଜଣେ ମନୁଷ୍ୟ ଏହି ବିଷୟରେ ତା'ର ସ୍ତ୍ରୀକୁ ସନ୍ଦେହ କରେ, ସେ ସେହି ସ୍ତ୍ରୀ କି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)30 ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ଵଳିଲେ, ସେ ସେହି ସ୍ତ୍ରୀକି ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ। Gade chapit laଓଡିଆ ବାଇବେଲ30 ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ୱଳିଲେ, ସେ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି, ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଅବା କୌଣସି ପୁରୁଷ ଈର୍ଷାଜନକ ଆତ୍ମାରେ ଆବିଷ୍ଟ ହୋଇ ଆପଣା ଭାର୍ଯ୍ୟା ପ୍ରତି ଈର୍ଷାରେ ଜ୍ୱଳିଲେ, ସେ ସେହି ସ୍ତ୍ରୀକୁ ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ କରାଇବ, ପୁଣି, ଯାଜକ ସେହି ସ୍ତ୍ରୀ ପ୍ରତି ଏହି ସମସ୍ତ ବ୍ୟବସ୍ଥା ପାଳନ କରିବ। Gade chapit la |